ଷଣ୍ଢକୁ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ବାଲିଆପାଳ, ୧୨।୧(ଅମୂଲ୍ୟ କୁମାର ଦାସ)-ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଡିଗ୍ରିପାହୀ ଗ୍ରାମରେ ଏକ ଷଣ୍ଢକୁ କେହି ଅଜଣା ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଗୁରୁତର ଅବସ୍ଥାରେ ଷଣ୍ଢକୁ ଉଦ୍ଧାର କରି ସ୍ଥାନୀୟ ଲୋକେ ପ୍ରାଣୀ ଡାକ୍ତରଖାନାରେ ଚିକିତ୍ସା କରାଇଛନ୍ତି। ଷଣ୍ଢ ପିଠିର ଅନେକ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଷଣ୍ଢଟି ଚିକତ୍ାର କରି ଦୌଡୁଥିବାବେଳେ ସାହୁ ଛକ ନିକଟରେ ସ୍ଥାନୀୟ ଲୋକେ କାବୁ କରି ଚିକିତ୍ସା କରାଇବା ସହ ଖାଇବାକୁ ଦେଇଛନ୍ତି। ତେବେ କିଏ ଏବଂ କଣ ପାଇଁ ଏମିତି ନୃଶଂସ କାର୍ଯ୍ୟ କରିଛି ତାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଏନେଇ ଗ୍ରାମବାସୀଙ୍କ ପକ୍ଷରୁ ସିଂଲା ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ ପହଞ୍ଚତ୍ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri