ବୁଲେଟ୍‌ ନେଇ ବାହାରି ଆସିଥିଲେ ଘରୁ, ସକାଳେ ସନ୍ଦେହ ଜନକ ଭାବେ ମିଳିଲା ମୃତଦେହ

ଚାନ୍ଦବାଲି,୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ମତୋ ମାଧପୁର ମୁଖ୍ୟରାସ୍ତା କଲେଜ ଛକ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ମିଳିଛି। ସେ ହେଲେ ମତୋ ପରମାନ୍ଧପୁର ଗାଁର ଗୋଲେଖ ଦାସଙ୍କ ପୁଅ ବସନ୍ତ। ତେବେ ବସନ୍ତ କାଲି ଘରୁ ବୁଲେଟ୍‌ ନେଇ ଆସି ଫେରି ନ ଥିଲେ। ସକାଳେ ତାଙ୍କ ବାଇକ ରାସ୍ତା ତଳକୁ ପଡ଼ିଥିବା ବେଳେ ସନ୍ଦେହେଜନକ ଭାବେ ମୃତଦେହ ବାଇକ୍‌ର ଟିକେ ତଳକୁ ଅଳ୍ପ ପାଣିକାଦୁଅରେ ତଳ ମୁହାଁହୋଇ ପଡ଼ିଥିଲା। ପାରିପାର୍ଶ୍ୱିକ ସ୍ଥିତି ଦେଖି ସ୍ଥାନୀୟ ଲୋକେ ଏହାକୁ ସନ୍ଦେହ ଜନକ ମୃତ୍ୟୁ କହୁଥିବା ବେଳେ ଖବର ପାଇ ମତୋ ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ବାଲେଶ୍ୱରରୁ ସନ୍ଧାନୀ କୁକୁର ଆସି ପହଞ୍ଚି ଛାନ୍‌ଭିନ୍‌ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୩ଜଣ,...

ବଁଚ୍‌ବାର ରାହା ଦେଇଛେ ମୁଢ଼ି ମିକ୍ସଚର

ଲାଠୋର, ୪ା୧୨ (ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ଗାଁର ପରୀକ୍ଷିତ ବାଗ (୪୨)। ମାଏକିନା ଭୂମିସୂତା, ଝି’ ମୁକ୍ତାଦେଇ, ଦୁଇପୁଓ ସୁରେଶ ଆର ପାର୍ଥକେ...

ବନ୍ଧା ହେଲେ ଦୁଇ ବାଇକ୍‌ ଚୋର

ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଗୁରୁବାର ଦୁଇ ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ...

ମନମୋହିଲା ପାଇକ ସମରକଳା

କଣିହଁ।, ୮।୧୦(ଡି.ଏନ.ଏ.)-କଣିହଁ। ବ୍ଲକର ବିଭିନ୍ନ ଗ୍ରାମରେ ମଙ୍ଗଳବାର ବିଜୟାଦଶମୀ ଓ ଦଶହରା ଉତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ବଜ୍ରକୋଟ ଗ୍ରାମରେ ଦେବୋତ୍ତର କମିଟି ସଭାପତି ଫକୀରମୋହନ...

ଡାକ୍ତର ନାହାନ୍ତି: ଖରାସାହାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା, ୧୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ଶନିବାର ଗ୍ରାମବାସୀ ତାଲାପକାଇ ଧାରଣାରେ ବସିଛନ୍ତି। ପ୍ରାଥମିକ...

ମକାଚାଷୀଙ୍କୁ ଧକ୍କା

ସୁଧୀର କୁମାର ପରିଡ଼ା କାମାକ୍ଷାନଗର, ୨୨।୯ – ଅର୍ଥକରୀ ଫସଲ ମକା ଚାଷ ପାଇଁ ଢେଙ୍କାନାଳର ଥଣ୍ଡା ଜଳବାୟୁ ଉପକାରୀ ସାବ୍ୟସ୍ତ ହୋଇଛି। ବିଶେଷକରି କାମାକ୍ଷାନଗର...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

ଚାଲୁନି ପାସେଞ୍ଜର ଟ୍ରେନ୍‌, ବାଧୁଛି ବସ୍‌ ଭଡ଼ା

ପୁରୀ ଅଫିସ,୨୧।୨: କୋଭିଡ୍‌-୧୯ ସ୍ଥିତିରେ ସୁଧାର ଆସିବା ପରଠାରୁ ଦେଶର ବିଭିନ୍ନ ସ୍ଥାନରେ ପାସେଞ୍ଜର ରେଳସେବା ଆରମ୍ଭ ହେଲାଣି। ହେଲେ ଓଡ଼ିଶା ଦେଇ ଚାଲୁଥିବା ପୂର୍ବତଟ...

Advertisement


Archives

Model This Week