ଗ୍ୟାସ୍‌ଚୁଲାରେ ପୋଡ଼ି ମହିଳା ଗୁରୁତର

କୋକସରା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ଝରିଆଗୁଡ଼ା ଗ୍ରାମର ସୂର୍ଯ୍ୟକାନ୍ତି ମହାନ୍ତି (୬୫) ଗୁରୁବାର ଘରେ ରୋଷେଇ କରୁଥିବା ବେଳେ ରନ୍ଧନ ଗ୍ୟାସ୍‌ ଚୁଲା ନିଆଁରେ ପୋଡ଼ି ଗୁରୁତର ହେବା ପରେ ପରିବାର ଲୋକେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ସେବା ସଙ୍କଳ୍ପ ଅଭିଯାନ: ୪୬ ୟୁନିଟ୍‌ ରକ୍ତ ସଂଗ୍ରହ

କର୍ଲାମୁଣ୍ଡା, ୫।୧୦ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର କର୍ଲାମୁଣ୍ଡା ଭାଜପା ପକ୍ଷରୁ…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?