ରାଜଧାନୀରେ ଓଲଟିଲା ବସ୍‌

ଭୁବନେଶ୍ୱର,୮ା୪(ବ୍ୟୁରୋ): ଜୟଦେବ ବିହାର ଓଭର ବ୍ରିଜ୍‌ ତଳେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ବସ୍‌ଟି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା କିଛି ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଆଜି ସକାଳେ ବସ୍‌ଟି ୩୦ ଜଣ ଶ୍ରମିକଙ୍କୁ ନେଇ ନୟାପଲ୍ଲୀରୁ ପଟିଆ ଯାଉଥିଲା। ଏହି ସମୟରେ ବସ୍‌ ଜୟଦେବ ବିହାର ଓଭର ବ୍ରିଜ୍‌ ତଳେ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଶ୍ରମିକଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ପଠାଇବା ସହ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିପିଲିରେ ବିଜେଡି କରିବନି ନିର୍ବାଚନ ଶୋଭାଯାତ୍ରା

ଭୁବନେଶ୍ୱର,୧୯।୪: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ବିଜେଡି ଆଉ ପିପିଲିରେ ନିର୍ବାଚନ ସଭା କିମ୍ବା ଶୋଭାଯାତ୍ରା କରିବ ନାହିଁ ବୋଲି...

ଭୁବନେଶ୍ୱର ଡମଣା ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୬(ବ୍ୟୁରୋ): ସୋମବାର ଖୋର୍ଦ୍ଧା ଜିଲାରୁ ଚିହ୍ନଟ ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରରୁ ଜଣେ ରହିଛନ୍ତି। ଆକ୍ରାନ୍ତ ଜଣଙ୍କ ଡମଣା ଅଞ୍ଚଳର ୨୫ ବର୍ଷୀୟ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା...

ଖୁଡ଼ିଙ୍କ ଗଳା କାଟିଲେ ପୁତୁରା

ବାରିପଦା ଅଫିସ,୨।୮: ଜମିବାଡ଼ି ବିବାଦରୁ ବାସନ୍ତୀ ପୂର୍ତ୍ତି(୫୫) ନାମ୍ନୀ ଜଣେ ବିଧବାଙ୍କୁ ତାଙ୍କ ପୁତୁରା ଗଳା କାଟି ହତ୍ୟା କରିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ...

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଯୁକ୍ତ ୨ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଗର୍ଜିଲେ ଯୁକ୍ତ ୨ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ର। ଅଫଲାଇନ୍‌ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଗୁରୁବାର ରାଜରାସ୍ତାକୁ ସେମାନେ ଓହ୍ଲାଇ ଧାରଣା ଦେବା ସହ...

ଗାଁ ଭିତରକୁ ପଶିଲା ପିଟିସି ଗୁଳି

ଅନୁଗୋଳ ଅଫିସ/ବନ୍ତଳା, ୧୨।୫ ଅନୁଗୋଳସ୍ଥିତ ପୋଲିସ ଟ୍ରେନିଂ କଲେଜ (ପିଟିସି)ରେ ସୋମବାର ଗୁଳି ଚାଳନା ପ୍ରଶିକ୍ଷଣ ବେଳେ ନିକଟସ୍ଥ ଶରଧାପୁର ଗାଁର ମହିଳା ପୁଷ୍ପଲତା ନାଏକ(୪୮)ଙ୍କ...

ମୋ’ ସରକାର ଅଧୀନକୁ ଯିବ ଗ୍ରାମ୍ୟ ଉନ୍ନୟନ ବିଭାଗ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମୋ’ ସରକାର ଯୋଜନା ଅଧୀନକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଯିବ। ଫେବୃୟାରୀ ପହିଲାରୁ ଏହି ବିଭାଗ ସାମିଲ ହେବ ବୋଲି ଜଣାପଡ଼ିଛି।...

ହୋଟେଲରୁ ସେକ୍ସ ର଼୍ୟାକେଟ ଠାବ: ୨ ଦଲାଲ ସହ ହୋଟେଲ ମ୍ୟାନେଜର ଗିରଫ, ଅନଲାଇନରେ ହେଉଥିଲା ବୁକିଂ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଏମ୍‌ସ ନଗରରେ ଥିବା ସନସିପ୍‌ ହୋଟେଲରେ ପୋଲିସ ଚଢାଉ କରି ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ଚଢାଉ ସମୟରେ ପୋଲିସ...

Advertisement
Archives

Model This Week