ଠିଆ ହୋଇଥିବା ବସ୍‌ରେ ହଠାତ୍‌ ଲାଗିଗଲା ନିଆଁ

କେନ୍ଦୁଝର,୨୭।୧(ସ୍ବ.ପ୍ର.): କେନ୍ଦୁଝର ସହର ମାଇନିଂ ରୋଡ୍‌ ଏଲ୍‌ଆଇସି କଲୋନୀରେ ଠିଆ ହୋଇଥିବା ଏକ ବସ୍‌ରେ ନିଆଁ ଲାଗି ଯିବାରୁ ପୋଡ଼ିଯାଇଛି। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ ହେଁ ବସ୍‌ଟି ସମ୍ପୂର୍ଣ୍ଣ ପୋଡ଼ିଯାଇଥିଲା। କେହି ମୃତାହତ ହୋଇନାହାନ୍ତି। ନିଆଁ କିପରି ଲାଗିଲା ଜଣା ପଡ଼ି ନ ଥିଲେ ହେଁ ଜନବସତି ଅଞ୍ଚଳ ହୋଇଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri