ଜଳିଗଲା ବସ୍‌, ୧୨ ଶିଶୁଙ୍କ ସମେତ ୧୮ ମୃତ

ଇସଲାମାବାଦ,୧୩ା୧୦: ପାକିସ୍ତାନରେ ଏକ ବସ୍‌ରେ ନିଆଁ ଲାଗିଯିବାରୁ ୧୨ ଶିଶୁଙ୍କ ସମେତ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀ ଏବଂ ଉଦ୍ଧାରକାରୀମାନେ ଗୁରୁବାର ଏହି ସୂଚନା ଦେଇଛନ୍ତି। ସମସ୍ତେ ବନ୍ୟା ସହାୟତା ଶିବିରରୁ ଘରକୁ ଫେରୁଥିଲେ। ବର୍ତ୍ତମାନ ଦେଶରେ ବନ୍ୟା ଜଳ ଧିରେ ଧିରେ କମିବାରେ ଲାଗିଛି ଏବଂ ଲୋକମାନେ ନିଜ ନିଜ ଘରକୁ ଫେରୁଛନ୍ତି।

Pakistan Bus Fire Kills 18 Flood Victims, 12 Of Them Children

ଘଟଣାସ୍ଥଳରେ ଉପସ୍ଥିତ ଥିବା ଜିଲା ସ୍ବାସ୍ଥ୍ୟ ଅଧିକାରୀ ବିନୋଦ କୁମାର କହିଛନ୍ତି, ଯେତେବେଳେ ସେମାନେ ସମସ୍ତେ ନିଜ ଘରକୁ ଫେରୁଥିଲେ ସେତେବେଳେ ଏହି ଘଟଣା ଘଟିଥିଲା। ପୋଲିସ ଅଧିକାରୀ ହାସିମ ବ୍ରୋହି କହିଛନ୍ତି, ବସ୍‌ର ଏୟାର କଣ୍ଡିଶନର ସିଷ୍ଟମ ଫେଲ୍‌ ହେବାରୁ ବସ୍‌ରେ ନିଆଁ ଲାଗିଯାଇଥିଲା।

କରାଚି ହାଇଦ୍ରାବାଦ ଏବଂ ସିନ୍ଧ ପ୍ରଦେଶର ଜାମଶୋରୋ ସହରକୁ ସଂଯୋଗ କରୁଥିବା ଏମ୍‌-୯ ମୋଟରଓ୍ବେରେ ଏହି ଘଟଣା ଘଟିଛି। ସଂସଦୀୟ ସ୍ବାସ୍ଥ୍ୟ ସଚିବ ସିରାଜ କାସିମ ସୋମ୍ରୋ କହିଛନ୍ତି, ଉଦ୍ଧାରକାରୀଙ୍କ ଦ୍ୱାରା ଉଦ୍ଧାର ହୋଇଥିବା ଲୋକଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ଜାମଶୋରୋ ଜିଲା କମିଶନର ଆସିଫ ଜାମେଲ କହିଛନ୍ତି: ‘ବସ୍‌ରେ ପ୍ରାୟ ୩୫ ଜଣ ଯାତ୍ରା କରୁଥିଲେ। ସେମାନେ ଦାଦୁ ଜିଲାର ନିଜ ଘରକୁ ଫେରୁଥିଲେ। ଏଥିପାଇଁ ଏକ ଘରୋଇ ଯାନ ବ୍ୟବହାର କରାଯାଇଥିଲା। ସିନ୍ଧ ପ୍ରଦେଶରେ ବନ୍ୟା ଯୋଗୁ ଦାଦୁ ଜିଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?