Posted inଜାତୀୟ

ବସ୍‌-କାର୍‌ ମୁହାଁମୁହିଁ ଧକ୍କା, ୫ ଜୀଅନ୍ତା ଜଳିଗଲେ

ରାଞ୍ଚି,୧୫ା୯: ଝାଡ଼ଖଣ୍ଡରେ ବୁଧବାର ସକାଳେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ବସ୍‌ କାର୍‌ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣ ଜୀଅନ୍ତା ଜଳିଯାଇଛନ୍ତି। ଏ ସମ୍ପର୍କରେ ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ସୂଚନାନୁଯାୟୀ, ରାମଗଡ଼ ନିକଟସ୍ଥ ରଜରପ୍ପା ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ବସ୍‌ କାର୍‌ ସାମ୍ନାସାମ୍ନି ଧକ୍କା ହୋଇଥିଲା। ଫଳରେ ୫ ଜଣ ଜୀଅନ୍ତା ଜଳିଯାଇଛନ୍ତି। କୁହାଯାଉଛି, ମୃତକମାନେ ସମସ୍ତେ ବିହାରର। ଏହି ଦୁର୍ଘଟଣାରେ ଆହୁରି କିଛି ଲୋକ ଫସିରହିଥିବା କୁହାଯାଉଛି। ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ମଧ୍ୟ ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ଘଟଣାରେ ଦୋଷୀଙ୍କୁ ମିଳିପାରେ ଫାଶୀ: ବିରେନ ସିଂ

ଇମ୍ଫାଲ,୨୦।୭: ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାବା ଘଟଣାରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ...

ନଭେମ୍ବର ୧୩ ପର୍ଯ୍ୟନ୍ତ ହରିୟାଣା-ପଞ୍ଜାବରେ ୫୭ହଜାର ଥର ଜଳାଯାଇଛି ନଡା: ନାସା

ନୂଆଦିଲ୍ଲୀ,୧୪ ।୧୧: ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା)ର ସାଟେଲାଇଟ ଡାଟାର ତଥ୍ୟ ଅନୁଯାୟୀ, ଚଳିତବର୍ଷ ନଭେମ୍ବର ୧ରୁ ୧୩ ମଧ୍ୟରେ ପଞ୍ଜାବ ଓ ହରିୟାଣାରେ...

ମମତାଙ୍କୁ ଶୁଭେଚ୍ଛାର ସୁଅ: ବହୁ ନେତା ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୨।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ପୁଣି ଥରେ କ୍ଷମତାକୁ ଫେରୁଥିବା ଜଣାପଡିଛି। ବିଧାନସଭା ନିର୍ବାଚନ ଫଳଫଳରେ ତୃଣମୂଳ କଂଗ୍ରେସ ୨୦୦ଟି ଆସନ...

୨ ବିଏସ୍‌ପି ନେତାଙ୍କୁ ଜୋତାମାଳ ପିନ୍ଧାଇ ଚଲାଇଲେ

ଜୟପୁର, ୨୩ା୧୦(ପି.ଟି.) : ମୁହଁରେ କଳା ବୋଳିଲେ। ଜୋତାମାଳ ପିନ୍ଧାଇ ବିଏସ୍‌ପି କାର୍ଯ୍ୟାଳୟ ସାମ୍ନାରେ ବୁଲାଇଲେ। କୌଣସି ଅନ୍ୟ ଦଳର ନେତାଙ୍କୁ ନୁହେଁ ବରଂ ବିଏସ୍‌ପି...

ନୋବେଲ ବିଜେତା ଅଭିଜିତଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନୋବେଲ ବିଜେତା ଅଭିଜିତ ବାନାର୍ଜୀଙ୍କୁ ସାକ୍ଷାତ୍‌ କରିଛନ୍ତିି। ଏହାପରେ ମୋଦି କହିଛନ୍ତି ଏହା ଏକ ଭଲ ସାକ୍ଷାତ୍‌କାର ଥିଲା।...

ମାଗଣା ରାଶନ ଯୋଜନା ପୁଣି ବଢ଼ିପାରେ ୩ ମାସ…

ନୂଆଦିଲ୍ଲୀ, ୨୭।୯ : ମାଗଣା ରାଶନ ଯୋଜନା ପୁଣି ୩ ମାସ ବଢ଼ିପାରେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିନ୍ତା କରାଯାଉଛି। ଏହି ଯୋଜନା ଦ୍ୱାରା...

ଦିଲ୍ଲୀରେ ଆମ୍‌ ଆଦମୀ ପାର୍ଟି ମୂଳପୋଛ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀର ୭ ଆସନ ମଧ୍ୟରୁ ଭାଜପା ୫ଟିରେ ଆଗୁଆ ରହିଥିବାବେଳେ କଂଗ୍ରେସ ୨ଟିରେ ଆଗୁଆ ରହିଛି। ତେବେ ଏଠାରେ ଆମ୍‌...

ସକ୍ରିୟ ମାମଲା ୬୦ ହଜାର ମୁହାଁ …

ନୂଆଦିଲ୍ଲୀ, ୧୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week