ବିଲ ଭିତରକୁ ପଶିଗଲା ବସ୍‌, ୧୪ ଆହତ

ଡୁଙ୍ଗୁରିପାଲି,୩୦ା୧୦: ସୋମବାର ସକାଳେ ଏକ ବସ୍‌ର ଚକା ଫାଟି ଯିବାରୁ ଏହା ବିଲ ଭିତରକୁ ପଶିଯାଇଛି। ଫଳରେ ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନାଯୋଗ୍ୟ, ବସ୍‌ଟି ବରଗଡ଼ରୁ ନବରଙ୍ଗପୁର ଅଭିମୁଖେ ଯାଉଥିଲା। କୁଶାମାଲ ନିକଟରେ ବସ୍‌ର ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ଏହା ବିଲ ଭିତରକୁ ପଶିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?