ଘାଟିରୁ ଖସିଲା ବସ୍‌, ଚାଲିଗଲା ୩୯ ଜୀବନ

ଇସଲାମାବାଦ,୨୯ା୧: ରବିବାର ପାକିସ୍ତାନର ଲାସବେଲା ଜିଲାର ଏକ ବସ୍‌ ଘାଟିରୁ ଖସିପଡ଼ିଥିବା ବେଳେ ଅତି କମ୍‌ରେ ୩୯ ଜଣଙ୍କର ମୃତ୍ୟୁ ଘଟିଛି। ଲାସବେଲା ଆସିଷ୍ଟାଣ୍ଟ କମିଶନର ହମଜା ଅଞ୍ଜୁମ କହିଛନ୍ତି, ୪୮ ଜଣ ଯାତ୍ରୀଙ୍କୁ ନେଇ ବସ୍‌ଟି କ୍ୱେଟାଠାରୁ କରାଚି ଅଭିମୁଖେ ଯାଉଥିଲା।

A policeman stands beside a damaged passenger mini bus after an overnight accident in Sehwan of Sindh province on November 18, 2022. (File image/AFP)

ଲାସବେଲା ନିକଟରେ ୟୁ-ଟର୍ନ କରୁଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ବସ୍‌ଟି ଏକ ବ୍ରିଜ୍‌ର ବାଡ଼କୁ ଧକ୍କା ଦେଇ ତଳକୁ ଖସିପଡ଼ିବା ପରେ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଥଣ୍ଡା ପାଗ ଯୋଗୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥିଲା।

ଏହି ଦୁର୍ଘଟଣାରେ ୩୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବସ୍‌ ଭିତରୁ ତିନି ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ଏଥିରେ ଜଣେ ଶିଶୁ ବି ଅଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଲାସବେଲା ଆସିଷ୍ଟାଣ୍ଟ କମିଶନର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?