ପାଣିକୁ ଖସିଲା ବସ୍‌, ୧୨ ଶିଶୁ ସମେତ ୨୦ ଜଣଙ୍କ ମୃତ୍ୟୁ

ଇସଲାମାବାଦ,୧୮ା୧୧: ପାକିସ୍ତାନର ବନ୍ୟା ପ୍ରଭାବିତ ସିନ୍ଧ ପ୍ରଦେଶରେ ଏକ ବସ୍‌ ପାଣି ଭିତରକୁ ଖସି ପଡ଼ିଛି। ଫଳରେ ୧୨ ଶିଶୁଙ୍କ ସମେତ ଅତି କମ୍‌ରେ ୨୦ଜଣଙ୍କର ମୃତ୍ୟୁ ଘଟିଛି। ଏହି ବସଟି ଖଇରପୁରରୁ ଶେହଓ୍ବାନକୁ ଆସୁଥିଲା। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏହି ଯାତ୍ରୀବାହୀ ବସ୍‌ଟି ସିନ୍ଧ ପ୍ରଦେଶର ରାଜପଥରେ ବନ୍ୟା ଜଳ ଦ୍ୱାରା ସୃଷ୍ଟି ହୋଇଥିବା ଖାଲରେ ଖସିପଡ଼ିଥିଲା।

ଫଳରେ ୧୨ ଶିଶୁଙ୍କ ସମେତ ୨୦ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ମୃତଦେହକୁ ସୟଦ ଅବଦୁଲ୍ଲା ଶାହ ସଂସ୍ଥାନ ଶେହଓ୍ବାନ ଶରିଫକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri