ଗଛରେ ପିଟିହୋଇ ଓଲଟିଲା ବସ୍‌: ୩୦ ଯାତ୍ରୀ ଆହତ

ଦଶପଲ୍ଲା,୮।୧୧: ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ୩୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି ଏକ ଘରୋଇ ବସ୍‌ ଭୁବନେଶ୍ବରରୁ ବଲାଙ୍ଗୀର ଯାଉଥିଲା। ହେଲେ ବସ୍‌ଟି ନୂଆଗାଁ ଥାନା ସୋରଡ଼ା ଛକରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ରାସ୍ତାରେ ଓଲଟି ପଡିଥିଲା। ଫଳରେ ୩୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ହୋଇଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?