ବାଇକ୍‌କୁ ଧକ୍କା ଦେଇ ରାସ୍ତାରେ ଜଳିଗଲା ବସ୍‌, ଜଣଙ୍କ ଜୀବନ ଗଲା

ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଏନ୍‌ଏଚ୍‌ ୧୬ ଛତିଆ ନିକଟରେ ଏକ ବାଇକ୍‌କୁ ଧକ୍କା ଦେଇ ବସ୍‌ଟି ଜଳିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।

ଚକାଡୋଳା ନାମକ ବସ୍‌ଟି ବାରିପଦାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବାବେଳେ ଏହି ଅଘଟଣ ଘଟିଛି। ବସ୍‌ରେ ଥିବା ଅନ୍ୟ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଏନ୍‌ଏଚ୍‌ ୧୬ରେ କିଛି ଲୋକ ଜବରଦଖଲ କରି ଦୋକାନ ଦେଇଥିବାରୁ ଅନେକ ସମୟରେ ଏପରି ଦୁର୍ଘଟଣା ଘଟି ଜନଜୀବନ ହାନି ହେଉଛି। ବାରମ୍ବାର ଉଚ୍ଛେଦ କରାଯାଉଥିଲେ ହେଁ ସେମାନେ ପୁଣି ରାସ୍ତାକୁ କବ୍‌ଜା କରି ଦୋକାନ ଦେଉଛନ୍ତି। ଫଳରେ ରାସ୍ତା ସଂକୁଚିତ ହୋଇ ଦୁର୍ଘଟଣା ଘଟୁଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟବଂଶୀଙ୍କ ଦ୍ରୁତତମ ଶତକ: ହାଇଦ୍ରାବାଦ୍‌ ଆଗରେ ୨୨୯ ରନର ବିଶାଳ ଟାର୍ଗେଟ

ଜୟପୁର,୨୫ା୪: ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ପରସ୍ପରକୁ ଭେଟିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ବଳରେ…

ମୋଦି, ମମତାଙ୍କୁ ଟାର୍ଗେଟ କଲେ ରାହୁଲ, କହିଲେ…

କୋଲକାତା,୨୫ା୪: ପଶ୍ଚିମବଙ୍ଗରେ ଏକ ନିର୍ୱାଚନୀ ସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଏବଂ…

ସେରୁବନ୍ଧ ଖଣି ପାହାଡ଼ ନିକଟବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ ସାକ୍ଷାତ କରି ଫେରିଲା କଂଗ୍ରେସ କେନ୍ଦ୍ରୀୟ କମିଟି

ପଟ୍ଟାଙ୍ଗି,୨୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ଥିବା ସେରୁବନ୍ଧ ଖଣି ପାହାଡ଼ ନିକଟ ବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ କଂଗ୍ରେସ ଦଳର ଏକ କେନ୍ଦ୍ରୀୟସ୍ତରୀୟ…

ସିଜିମାଳି-କୁଟ୍ରୁମାଳି ଖଣି ପାଇଁ ‘ସ୍ପେଶାଲ ରେଳ ପ୍ରକଳ୍ପ’ ଘୋଷଣା: ନୋଟିଫିକେସନ୍ ଜାରି; ବିକାଶ-ପରିବେଶ ସନ୍ତୁଳନ ମଧ୍ୟରେ…

ଥୁଆମୂଳ ରାମପୁର/କାଶୀପୁର, ୨୫।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଓ ରାୟଗଡ଼ା ଜିଲାର ସୀମାନ୍ତରେ ଥିବା ପ୍ରାକୃତିକ ସମ୍ପଦକୁ ହାତେଇବା ପାଇଁ କର୍ପୋରେଟ୍ ସଂସ୍ଥାଙ୍କ ପ୍ରୟାସ ଏବେ ଦୁଇ…

ଜୁଆଆଡ୍ଡାରେ ପୋଲିସ କଲା ଅତର୍କିତ ଚଢ଼ାଉ, ଛତ୍ରଭଙ୍ଗ କଲେ ଜୁଆଡି

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ନିକଟ ଦୁର୍ଗମ ମୁକୁନ୍ଦପୁର ଜଙ୍ଗଲରେ ଜୁଆଆଡ୍ଡା ଚାଲିଥିବା ଖବର ପାଇ ଶନିବାର ସନ୍ଧ୍ୟାରେ କେ.ନୂଆଗାଁ ଥାନା…

ଫେଡ଼ାଣ ଭୁଲ କରିଦେଲେ ହାଟଡିହୀ ବିଡିଓ 

ହାଟଡିହୀ/ଛେନାପଦୀ,୨୫l୪(ଶୁଭକାନ୍ତ ନାୟକ/ନିରାକାର ପରିଡା):  ଜଣେ ଓଏଏସ୍‌ ଅଧିକାରୀ ସରକାରୀ ଅନୁଦାନର ବିନିଯୋଗ ପ୍ରମାଣ ପତ୍ର (ୟୁସି/ୟୁଟିଲାଇଜେସନ ସାର୍ଟିଫିକେଟ) ଦେବା ବେଳେ ଫେଡ଼ାଣ ଭୁଲ କରିଦେଇଛନ୍ତି । ଯାହାକି…

ଭଞ୍ଜନଗରରେ ଜନ ଆକ୍ରୋଶ ମହିଳା ସମାବେଶ ପୁରୁଷ ପ୍ରଧାନ ସମାଜ ମହିଳାଙ୍କୁ ଆଗକୁ ଛାଡ଼ିବାକୁ ନାରାଜ: ଏମ୍‌ପି ଅନୀତା

ଭଞ୍ଜନଗର,୨୫ା୪(ବାବୁଲା ପ୍ରଧାନ): ଭଞ୍ଜନଗର ଭାଜପା ସାଂଗଠନିକ ଜିଲା ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ମୁଖ୍ୟ ସଡ଼କରେ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା…

NRI ବି କରିପାରିବେ Aadhaar Card? ଜାଣନ୍ତୁ କ’ଣ କହୁଛି UIDAI ନିୟମ…

ନୂଆଦିଲ୍ଲୀ,୨୫।୪: ଆଜିର ସମୟରେ ବ୍ୟାଙ୍କିଙ୍ଗଠାରୁ ଆରମ୍ଭ କରି ସରକାରୀ ଯୋଜନା ପର୍ଯ୍ୟନ୍ତ ସବୁଥିରେ ଆଧାର କାର୍ଡ ଏକ ଅପରିହାର୍ଯ୍ୟ ଦଲିଲ ପାଲଟିଛି। ଏଭଳି ସ୍ଥିତିରେ ବିଦେଶରେ ରହୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri