ଗଛରେ ପିଟିହେଲା ବସ୍‌: ୧୦ ମୃତ, ୨୦ ଆହତ

ଢାକା,୨୯ା୫: ବାଂଲାଦେଶର ଦକ୍ଷିଣ ବରିଶାଲ ଜିଲାରେ ଏକ ଯାତ୍ରୀବାହୀ ବସ୍‌ ରବିବାର ସକାଳେ ଗଛରେ ଧକ୍କା ହେବାରୁ ଅତି କମ୍‌ରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା କୁହାଯାଉଛି।

ଓ୍ବାଜିରପୁର ପୋଲିସର ସୂଚନାନୁସାରେ, ଆହତମାନଙ୍କୁ ବରିଶାଲର ଶେର-ଏ-ବଙ୍ଗଳା ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଭଣ୍ଡାରୀ ଅଭିମୁଖେ ଯମୁନା ଲାଇନ ବସ୍‌ର ଡ୍ରାଇଭର ନିୟନ୍ତ୍ରଣ ହରାଇ ରାଜପଥ ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ଦେଇଥିଲେ।

ଅନ୍ୟପକ୍ଷରେ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଢାକା ପୋଲିସ କହିଛି, ଦୁର୍ଘଟଣା ପରେ ୯ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କର ଚିକିତ୍ସା ସମୟରେ ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri