ଟ୍ରକ ସହ ମୁହାଁମୁହିଁ: ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିଲା ବସ୍‌

ଛେଣ୍ଡିପଦା,୨ା୯(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ତୁକୁଡ଼ା ଗ୍ରାମ ନିକଟ ଦେଇ ଯାଇଥିବା ଅନୁଗୋଳ – ସମ୍ବଲପୁର ୫୫ନଂମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିପଡ଼ିଛି। ତେବେ ଏହି ଦୁର୍ଘଟଣାରୁ ୪୦ ଜଣରୁ ଊଦ୍ଧର୍‌ବ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସୂଚନା ଅନୁଯାୟୀ, ଶ୍ରୀରାମ ନାମକ ଯାତ୍ରୀବାହୀ ବସ୍‌ ବୁଧବାର ଯାତ୍ରୀ ନେଇ ବାମୁରୁ ଅଞ୍ଚଳରୁ ଅନୁଗୋଳ ଅଭିମୁଖେ ଯାଉଥିବା ବେଳେ ଏକ ଟ୍ରକ ସହିତ ମୁହାଁମୁହିଁ ହୋଇଥିଲା। ଫଳରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିପଡ଼ିଥିଲା। ଫଳରେ ବସ୍‌ଟି ରାଜପଥ ପାର୍ଶ୍ୱକୁ ଢଳି ରହିଥିଲା। ଯାତ୍ରୀମାନେ ଭୟଭୀତ ହୋଇ ବସରୁ ସୁରକ୍ଷିତ ଭାବେ ଓହ୍ଲାଇ ଯାଇଥିଲେ। ଖବର ପାଇ ଜରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri