Posted inଜାତୀୟ

ଓଲଟିଲା ସ୍କୁଲ୍‌ ବସ୍‌: ୧୮ ଆହତ

ବେଙ୍ଗାଲୁରୁ,୧୫।୧୨: କର୍ନାଟକର ଶିବମୋଗ୍ଗା ଜିଲା ସାଗର ତାଲୁକର ତୁମାରି ନିକଟ ଭାକ୍କୋଡିରେ ଏକ ସ୍କୁଲ୍‌ ବସ୍‌ ଓଲଟି ପଡିଛି। ଫଳରେ ୧୮ ଜଣ ଛାତ୍ର ଏବଂ ତିନିଜଣ ଶିକ୍ଷକ ଆହତ ହୋଇଛନ୍ତି। ବସ୍‌ରେ ୪୭ ଜଣ ଛାତ୍ର ଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିିଛି। ତେବେ ସମସ୍ତ ଛାତ୍ର ମୈଶୁରୁ ଜିଲା ହନସୁର ତାଲୁକର ଧର୍ମପୁର ସରକାରୀ ଉଚ୍ଚ ବିଦ୍ୟାଳୟର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପ୍ରଚାରରେ ରାଲି ବନ୍ଦ ପାଇଁ ୪୧ ପ୍ରତିଶତଙ୍କ ସମର୍ଥନ…

ନୂଆଦିଲ୍ଲୀ, ୯।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ମଧ୍ୟରେ ୫ ରାଜ୍ୟରେ ନିର୍ବାଚନ ହେବାକୁ ଯାଉଛି। ତେବେ ନିର୍ବାଚନରେ ରାଲି ନ କରିବାକୁ...

ଲାଲ କିଲ୍ଲା ଆକ୍ରମଣ ଦୋଷୀ ଆଶଫାକଙ୍କ ମୃତ୍ୟୁଦଣ୍ଡ ସୁପ୍ରିମ୍‌ କୋର୍ଟରେ କାଏମ…

ନୂଆଦିଲ୍ଲୀ,୩।୧୧ : ୨୦୦୦ ମସିହାରେ ଲାଲ କିଲ୍ଲା ଉପରେ ହୋଇଥିବା ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ମହମ୍ମଦ ଆଶଫାକ ଆରିଫଙ୍କ ମୃତ୍ୟୁଦଣ୍ଡକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି।...

ବିଦେଶକୁ ରପ୍ତାନି ହେବ ‘ଆକାଶ’

ନୂଆଦିଲ୍ଲୀ, ୩୧।୧୨(ଆଇଏଏନ୍‌ଏସ୍‌): ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ମିସାଇଲ୍‌ ସିଷ୍ଟମ୍‌ ବିଦେଶକୁ ରପ୍ତାନି ହେବ। ବୁଧବାର କେନ୍ଦ୍ର କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିବା...

ସାଧାରଣତନ୍ତ୍ର ଦିବସରେ ମୋଦି ପିନ୍ଧିଲେ କମଳା ରଙ୍ଗର ପଗଡ଼ି: କ’ଣ ଏହାର କାରଣ

ନୂଆଦିଲ୍ଲୀ,୨୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣତନ୍ତ୍ର ଦିବସ ଓ ସ୍ୱାଧିନତା ଦିବସରେ ପଗଡି ବାନ୍ଧିବାର ପରମ୍ପରାକୁ ବଜାୟ ରଖିଛନ୍ତି । ଚଳିତବର୍ଷ ଗଣତନ୍ତ୍ର ଦିବସ...

ଅଧ୍ୟକ୍ଷ ନିର୍ବାଚନ ମତଦାତା ସୂଚୀ ନେଇ ୫ ଏମ୍‌ପିଙ୍କୁ ମଧୁସୂଦନଙ୍କ ଚିଠି…

ନୂଆଦିଲ୍ଲୀ, ୧୦।୯ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଚର୍ଚ୍ଚା ଚାଲିଛି। ଏହି ନିର୍ବାଚନର ନିରପେକ୍ଷତା ଉପରେ...

ଆଇଏନଏସ ସତପୁରାର ଶକ୍ତି ପ୍ରଦର୍ଶନ…

ନୂଆଦିଲ୍ଲୀ, ୨୫।୯ : ରୟାଲ ଅଷ୍ଟ୍ରେଲିଆନ ନେଭି ଦ୍ୱାରା ପରିଚାଳିତ କାକାଡୁ ମିଳିତ ସମରାଭ୍ୟାସ ଅଷ୍ଟ୍ରେଲିଆର ଡାର୍ବିନରେ ଚାଲିଛି। ଏଥିରେ ଭାରତୀୟ ଯୁଦ୍ଧପୋତ ଆଇଏନଏସ ସତପୁରା...

ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଗୋଟିଏ ମିନିଟ୍‌ରେ ୬ହଜାର ୫ ଶହ ଗଛ ଲଗାଇ ଇତିହାସ ରଚିଲା ତ୍ରିପୁରା

ଅଗରତାଲା,୨୨।୬: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ଉପସ୍ଥିତିରେ ଚାଲିଥିବା ବୃକ୍ଷରୋପଣ ଅଭିଯାନରେ ଗୋଟିଏ ମିନିଟ୍‌ରେ ପ୍ରାୟ ୬ ହଜାର ୫ ଶହ ବୃକ୍ଷରୋପଣ କରି...

Advertisement
Archives

Model This Week