ଘାଟିରେ ଓଲଟିଲା ବସ୍‌

ମୋହନା,୨ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ କୁଡିକିମା ଗାଁ ନିକଟସ୍ଥ ଇନ୍ଦ୍ରପୁର ଘାଟିରେ ସୋମବାର ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୫ ଜଣ ଆହତ ହୋଇଛନ୍ତି। ତେବେ ୭ଜଣ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ଲଦିଗୁଡ଼ାରୁ ମୋହନା ଅଭିମୁଖେ ଯାଉଥିଲା। ଏହି ସମୟରେ ଇନ୍ଦ୍ରପୁର ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ପ୍ରଥମେ ବିରିକୋଟ ମେଡିକାଲ ଭର୍ତ୍ତି କରିଥିଲେ। ପରେ ଯାତ୍ରୀମାନଙ୍କୁ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri