Advertisement

ଘାଟିରେ ଓଲଟିଲା ବସ୍‌, ୨୫ ଯାତ୍ରୀ ଆହତ

ଫୁଲବାଣୀ ଅଫିସ,୧୮ା୧୨: ଗୁରୁବାର ବିଳମ୍ବିତ ରାତିରେ ଖଜୁରିପଡ଼ା ଥାନା ଅନ୍ତର୍ଗତ ସ୍କୁଲ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ପଠାଯାଇଛି। ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ। ପୋଲିସ ଘଟଣା ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ପରେ ବି ସରିନି ବାହାନା ନାଳ ପୁନରୁଦ୍ଧାର

ବ୍ରହ୍ମପୁର ଅଫିସ,୧୦।୮: ଲଘୁଚାପ ଜନିତ ବର୍ଷା ଆରମ୍ଭ ହୋଇଛି। ଲକ୍ଷାଧିକ ଚାଷୀଙ୍କୁ ଆଶ୍ୱସ୍ତି କରି ଗ୍ରାମାଞ୍ଚଳରେ ରୁଆ ବେଉଷଣ ଲାଗି ଅନୁକୂଳ ସ୍ଥିତି ଉପୁଜିଛି। ତେବେ...

ଖାଦ୍ୟ ଖାଉନି ଦନ୍ତା, ବିଗୁଡୁଛି ଅବସ୍ଥା

ସମ୍ବଲପୁର,୧୯।୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ ଅଧୀନ ସାପଲହରା ଗ୍ରାମର ଏକ ପୋଖରୀରେ ୪ ଦିନ ହେଲା ଏକ ଆହତ ଦନ୍ତାହାତୀ ମୃତ୍ୟୁ ସହ ସଂଗ୍ରାମ...

ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ

ନୂଆଗାଁ,୪।୮(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ୫୭ ନମ୍ବର ଜାତୀୟ ରାଜପଥ ଡିମିରିଝରିଠାରେ ଶନିବାର ମଧ୍ୟାହ୍ନରେ ବୋଲେରୋ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପୂର୍ବ...

ରାଷ୍ଟ୍ରକୁ ଉନ୍ନତିର ଶିଖରରେ ପହଞ୍ଚାଇବାକୁ ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ୭୬ତମ ସ୍ବାଧୀନତା ଦିବସ ସୋମବାର ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା...

ଯାଜପୁର ଜିଲାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ: କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା ହେଲା ସାନତ୍ରିଲୋଚନପୁର ଓ ସଇପୁର

ଯାଜପୁର ଅଫିସ,୧୪।୪: ରାଜ୍ୟରେ ଚିହ୍ନଟ ହୋଇଥିବା ୫୬ ନମ୍ବର କରୋନା ଆକ୍ରାନ୍ତ ଯାଜପୁର ଜିଲା ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମର। ଏ ନେଇ...

୬ ପ୍ରତିଭାଧାରୀ ପାଇଲେ ଧନେଶ୍ୱର ରଥ ସ୍ମୃତି ସମ୍ମାନ

କଟକ ଅଫିସ, ୨୪।୯: ପୂଜ୍ୟପୂଜା ପରମ୍ପରାର ଭୂମିକା ଏବେ ବି ବଞ୍ଚିଛି। ପୂଜ୍ୟଙ୍କୁ ପୂଜା କରିବା ଏକ ମହତ୍‌ କାର୍ଯ୍ୟ। ଯିଏ ଜ୍ୟେଷ୍ଠ, ବରିଷ୍ଠ ଓ...

ପରିବେଶ ପାଇଁ ଦିନକୁ ୨ ଘଣ୍ଟା

ବାରିପଦା ଅଫିସ,୧୮ା୧: ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ପାଇଁ ଦିନକୁ ୨ ଘଣ୍ଟା ପରିଶ୍ରମ କରୁଥିବା ବ୍ୟକ୍ତି ସମାଜରେ ଖୁବ୍‌ କମ୍‌ ଦେଖିବାକୁ ମିିଳନ୍ତି।...

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ

ରସୁଲପୁର,୨୨ା୮(ଡି.ଏନ୍‌.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ...

Advertisement
Archives

Model This Week