ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା

ସୋନପୁର,୨୬।୧୧: ସୋନପୁର ଜିଲା ଜାତୀୟ ରାଜପଥ ୫୭ର ସୁବର୍ଣ୍ଣପୁରର ବ୍ଲକ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରଯାଇଛି। ଗୁରୁବାର ବିଳମ୍ବିତ ରାତ୍ରିରେ ଭୁବନେଶ୍ୱରରୁ ରାଇଘର-ଉମରକୋଟ ଅଭିମୁଖେ ଏକ ଯାତ୍ରୀବାହୀ ବସ ସହ ସମ୍ବଲପୁର ପଟୁ ଆସୁଥିବା ମାଲବାହୀ ଟ୍ରକ ସୋନପୁର ବ୍ଲକ ଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବସ୍‌ରେ ଥିବା ୫୦ ଜଣ ଯାତ୍ରୀ ଭୟଭୀତ ହୋଇଯାଇଥିଲେ। ସୋନପୁର ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଯାତ୍ରୀଙ୍କୁ ଛାଡି ଦିଆଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?