ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍‌

ବାରିପଦା,୨୨ା୬: ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍‌। ବସ୍‌ ନ ଗହିବା ବିବାଦ ତୁଟିବା ପରେ ଏନେଇ ନିଷ୍ପତ୍ତି ହୋଇଛି ମୟୂରଭଞ୍ଜ ଏସପି କହିଛନ୍ତି। ଏସପିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏନେଇ ସମାଧାନ ହୋଇଛି। ସଂଧ୍ୟା ୭ଟାରୁ ସ୍ବାଭାବିକ ହେବ ବସ ଚଳାଚଳ। ୍‌

ସୂଚନାଥାଉ କି, ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ବୁଲିଛି ଖଣ୍ଡା-ଭୁଜାଲି। ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିବା ପରେ ମାରଣାସ୍ତ୍ରରେ ଗୋଟିଏ ଗୋଷ୍ଠୀର ଅତର୍କିତ ଆକ୍ରମଣ ଯୋଗୁ ୫ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲେ ହେଁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଘଟଣାକୁ ନେଇ ବସ ଚଳାଚଳ ସମ୍ପୂର୍ଣ୍ଣ ଠପ ହୋଇଯାଇଛି। ତେବେ ଶନିବାର ସକାଳୁ ବାରିପଦାରୁ ବସ ନ ଯିବାରୁ ଯାତ୍ରୀ ଅସୁବିଧା ଭୋଗିଥିଲେ। ଗର୍ଡଗୋଳ ପାଇଁ ଉଭୟ ପକ୍ଷରୁ ୧୦ଜଣଙ୍କୁ ଗିରଫ କରିଛି ପୋଲିସ।

ଅପରପକ୍ଷେ ବାରିପଦା ଭଳି ଶାନ୍ତିପ୍ରିୟ ସ୍ଥାନରେ ଏଭଳି ହଣାକଟା ଘଟଣା ପରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଷୁଡି ପଡିବା ନେଇ ସାଧାରଣରେ ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କୁ ମାଗଣାରେ ମିଳିବ ଚକ୍ଷୁ ଚିକିତ୍ସା; ଆରମ୍ଭ ହେଲା “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”

ଭୁବନେଶ୍ୱର,୨୫।୭: ରାଜ୍ୟରେ ସମସ୍ତଙ୍କୁ ମାଗଣାରେ ସାର୍ବଜନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”ର ଶୁଭାରମ୍ଭ କରିଛନ୍ତି ମୋହନ ସରକାର।...

ଆସିଲା ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନୂଆ ଯୋଜନା

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା କରିଛନ୍ତି।...

କଟକ ଏସ୍‌ସିବି ପାଇଁ ବଜେଟ୍‌ରେ ହଜାରେ କୋଟି

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ବଜେଟରେ ବଡ଼ ଘୋଷଣା: ନବମ, ଏକାଦଶ ପିଲାଙ୍କୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା ମୋ ସ୍କୁଲ ନାଁ

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ, ସମସ୍ୟା ଦେଖି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡୀ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ଗୁରୁବାର ପରିଦର୍ଶନ କରିଛନ୍ତି। ପ୍ରଥମେ ବେଳଖଣ୍ଡି ଗ୍ରାମର ଜଳମଗ୍ନ ବା ବୁଡି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri