ରାସ୍ତାକୁ ମାଡ଼ି ଆସିଲାଣି ଲଟାବୁଦା, ପ୍ରଶାସନ ନିଷ୍କ୍ରିୟ

ଗଞ୍ଜାମ,୨୩ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ତ୍ରିବେଣୀ ମଠ ଛକଠାରୁ ପୁଇଁତୋଳା ଗ୍ରାମକୁ ସଂଯୋଗ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ରାସ୍ତାର ଉଭୟ ରାସ୍ତା ପାର୍ଶ୍ୱ ଉପରକୁ ଲଟାବୁଦା ମାଡ଼ି ରାସ୍ତା ଏକ ପ୍ରକାର ସଂକୁଚିତ ହୋଇପଡ଼ିଲାଣି। ଏଥିସହ ରାସ୍ତା ସାରା ଖାଲଢିପରେ ପରିପୂର୍ଣ୍ଣ। ଉକ୍ତ ରାସ୍ତାରେ ଚାରି ଚକିଆ ଯାନ ତଥା ଟ୍ରାକ୍ଟର,ପିକ୍‌ଅପ୍‌, ଅଟୋ ଆଦି ଗଲାବେଳେ ସାଇକେଲ ଆରୋହୀ ଓ ବାଇକ୍‌ଆରୋହୀ ଅସୁବିଧାରେ ପଡୁଥିବା ପରିଲକ୍ଷିତ ହେଉଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି। ସେହି ରାସ୍ତା ଉପରେ ନିର୍ଭର କରୁଥିବା କର୍ତ୍ତୀ ସାହି, ପୁଇଁତୋଳାର ଲୋକମାନେ ହଇରାଣ ହେଉଛନ୍ତି। ତତ୍‌ ସଙ୍ଗେ ସଙ୍ଗେ ଦୈନନ୍ଦିନ ଶହଶହ ସ୍କୁଲ ଛାତ୍ରୀଛାତ୍ର ସ୍କୁଲ ଟିଉସନକୁ ଯିବା ଆସିବା କରୁଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୬ ଜୀବନ, ୨୦ରୁ ଊର୍ଦ୍ଧ୍ୱ ଆହତ

କରାଚୀ,୧୮ା୧: ପାକିସ୍ତାନର କରାଚୀସ୍ଥିତ ଏକ ବିଶାଳ ଶପିଂ ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।...

ସମ୍ବଲପୁରୀ ଧନୁଯାତ୍ରା ଉଦ୍‌ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ କମ୍ପିଲା ସହର

ସମ୍ବଲପୁର, ୧୮।୧(ଭବାନୀ ଶଙ୍କର ଭୋଇ): ଗଙ୍ଗାଧର ମୁକ୍ତ ମଞ୍ଚରେ ରବିବାର ଆରମ୍ଭ ହୋଇଛି ତୃତୀୟ ସମ୍ବଲପୁରୀ ଧନଯାତ୍ରା। ସମ୍ବଲପୁରୀ ଧନୁଯାତ୍ରା କମିଟି ସଭାପତି ସଞ୍ଜୟ ବାବୁଙ୍କ...

ଚଳନ୍ତା ଅଟୋ ଆଗକୁ ଡେଇଁ ପଡ଼ିଲା ମାଙ୍କଡ: ଆଉ ତା’ପରେ…

ଧରାକୋଟ,୧୮ା୧ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ତାଳପାଟଣା ନିକଟରେ ଚଳନ୍ତା ଅଟୋ ଆଗକୁ ଏକ ମାଙ୍କଡ ଡେଇଁ ପଡିବାରୁ ଭାରସାମ୍ୟ ହରାଇ...

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ...

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ...

କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି

ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି...

ଦୀର୍ଘ ୪୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ର: ପଦ୍ମନାଭପୁର ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ବନ୍ଧୁମିଳନ ଉତ୍ସବ

ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ୧୯୮୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଙ୍କ...

ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri