ଆଜିଠୁ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ,ଖେଳିବେ ୩୦୦ରୁ ଅଧିକ ଖେଳାଳି

କଟକ ଅଫିସ, ୨୫।୧: ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ଖେଳାଯିବ । ଏହି ପ୍ରତିଯୋଗିତାରେ ୧୮ଟି ଦେଶର ୩୦୦ରୁ ଅଧିକ ବଛାବଛା ଖେଳାଳି ଭାଗ ନେଇଛନ୍ତି। ଟୁର୍ଣ୍ଣାମେଣ୍ଟରେ ପୁରୁଷ ଓ ମହିଳା ବର୍ଗରେ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ଇଭେଣ୍ଟ ଖେଳାଯିବ । ଓଡିଶାରୁ ୫ ଜଣ ଖେଳାଳି ଏହି ଟୁର୍ଣ୍ଣାମେଣ୍ଟରେ ଖେଳିବା ନେବା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ତେବେ କୋଭିଡ୍‌ କଟକଣା ପାଇଁ ବିନା ଦର୍ଶକରେ ଟୁର୍ଣ୍ଣାମେଣ୍ଟ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଦୋକାନରେ ଲାଗିଲା ନିଆଁ, ଜଳିଗଲା ସବୁ

ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଜିଲାପାଳ ଅଫିସ ସମ୍ମୁଖରେ ଥିବା ଏକ ତେଜରାତି ଦୋକାନରେ ରବିବାର ବିଳମ୍ବିତ ରାତିରେ ଶର୍ଟ ସର୍କିଟ ଯୋଗୁ ନିଆଁ...

ବୁଗୁଡ଼ାରେ ଶଟଡାଉନ୍‌ ପ୍ରଭାବ: ରାସ୍ତାଘାଟ ଶୂନଶାନ

ବୁଗୁଡ଼ା,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜୁନ୍‌ ମାସ ପ୍ରତ୍ୟେକ...

ଚୋରି ପରେ ଗୋଦାମ ଘରେ ନିଆଁ ଲଗେଇଲେ ଦୁର୍ବୃତ୍ତ

ପାଟଣା,୧୬।୯(ବୀର କିଶୋର ଦାଶ): ମାର୍କେଟ କମ୍ପ୍ଲେକ୍ସର ମମତା ନାମକ ଏକ ଜୋତା ଦୋକାନର ଗୋଦାମଘରୁ ଶୁକ୍ରବାର ରାତିରେ ଦୁର୍ବୃତ୍ତ ଚୋରି କରିବା ପରେ ଜୋତା ଦୋକାନର...

ନାବାଳିକା ବିବାହ ରୋକିଲା ଚାଇଲ୍ଡଲାଇନ ଟିମ୍‌

ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ନୟାଗଡ଼ ଚାଲ୍ଡଲାଇନ ଟିମ୍‌ ବୁଧବାର ଖଣ୍ଡପଡା ଅଞ୍ଚଳରେ ଏକ ନାବାଳିକା ବିବାହ ବନ୍ଦ କରାଇଛି। ଖଣ୍ଡପଡା ସହରରସ୍ଥିତ ମା’ ଉମାଦେବୀଙ୍କ ମନ୍ଦିର ପରିସରରେ ୧୭...

ଅଟକିଯାଇନି ରଥ କାମ: ମହାରଣା ସେବକଙ୍କ ବିଶ୍ୱାସ ‘ମହାପ୍ରଭୁ ଚାହିଁଲେ ସବୁକିଛି ଓଲଟପାଲଟ ହୋଇଯିବ’

ପୁରୀ ଅଫିସ,୧୯ା୬: ଚଳିତବର୍ଷ ରଥଯାତ୍ରା ବନ୍ଦ ରହିବ ବୋଲି ସୁପ୍ରିମ୍‌କୋର୍ଟ ରାୟ ଶୁଣାଇଛନ୍ତି। ହେଲେ ଏହି ରାୟ ପରେ ବିଭିନ୍ନ ମହଲରେ କ୍ଷୋଭ ସୃଷ୍ଟି ହୋଇଛି...

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ...

‘ମୋ କଲେଜ ଅଭିଯାନ’ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):‘ମୋ ସ୍କୁଲ୍‌’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଭିଯାନକୁ ଭିଡିଓ...

ଲୋପ ପାଇବାକୁ ବସିଲାଣି ଗହ୍ମାଡ଼ିଆଁ, ଗୋମାତା ପୂଜାର୍ଚ୍ଚନା

ପଦ୍ମପୁର, ୩୧।୮ (ପ୍ରଶାନ୍ତ କୁମାର କର)ଆଧୁନିକତାର ସ୍ପର୍ଶରେ ଲୋପ ପାଇବାକୁ ବସିଲାଣି ବିଭିନ୍ନ ଲୋକ ସଂସ୍କୃତି ଓ ପରମ୍ପରା। ପୂର୍ବରୁ ରାଖୀପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଅବସରରେ...

Advertisement
Archives

Model This Week