ବ୍ରଜରାଜନଗରରେ ୬ ମାସ ମଧ୍ୟରେ ହେବ ଉପ ନିର୍ବାଚନ

ଭୁବନେଶ୍ୱର,୧।୧(ବ୍ୟୁରୋ): ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ କମିଶନ ଓ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ନେଇ ଅବଗତ କରାଯାଇଛି । ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ନିୟମ ଅନୁସାରେ ୬ ମାସ ମଧ୍ୟରେ ଉପ ନିର୍ବାଚନ ହେବା ନେଇ ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ୩୦ ତାରିଖରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସଂରକ୍ଷଣ ସୀମା ୫୦% ଟପିବନି

ସଂରକ୍ଷଣ ସୀମା ୫୦% ଟପିବ ନାହିଁ ବୋଲି ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨ଟି ଅଧିନିୟମରେ ସଂଶୋଧନ...

ମ୍ୟାଜିକ୍‌ ପେନ୍‌ ମାଧ୍ୟମରେ ଟଙ୍କା ଠକେଇ

ଭୁବନେଶ୍ୱର,୯।୩ (ବ୍ୟୁରୋ): କୌଣସି ନେଣଦେଣ ପାଇଁ ବ୍ୟାଙ୍କ ଚେକ୍‌ ବ୍ୟବହାର କରିବାବେଳେ ନିଜ ପେନ୍‌ରେ ଦସ୍ତଖତ, ଟଙ୍କାର ପରିମାଣ, ‘କ୍ୟାନସଲଡ୍‌’ ଓ ଅନ୍ୟ ତଥ୍ୟ ଲେଖନ୍ତୁ।...

୫ ଡାକ୍ତରଖାନାକୁ ‘ଲକ୍ଷ୍ୟ’ ମାନ୍ୟତା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାଜ୍ୟର ୫ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ‘ଲକ୍ଷ୍ୟ’ ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା...

ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ: ପରିବର୍ତ୍ତନ ହେଲା ରାଷ୍ଟ୍ରାୟତ୍ତ ବ୍ୟାଙ୍କ କାର୍ଯ୍ୟ ସମୟ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର କାର୍ଯ୍ୟ ସମୟରେ ପରିବର୍ତ୍ତନ ହୋଇଛି। ଅକ୍ଟୋବର ପହିଲାରୁ ବ୍ୟାଙ୍କଗୁଡିକ ୧୦ଟାରୁ ୪ ଯାଏ କାର୍ଯ୍ୟ କରିବେ ବୋଲି ୟୁକୋ ବ୍ୟାଙ୍କର...

ଭୁବନେଶ୍ୱରରେ ୩୪ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର,୧୧।୩(ବ୍ୟୁରୋ):ଆଜି ସମଗ୍ର ରାଜ୍ୟରେ ଧୁମ୍‌ଧାମରେ ମହାଶିବରାତ୍ରୀ ପାଳନ କରାଯାଉଛି। ଏହି ଅବସରରେ ବିଭିନ୍ନ ଶିବ ମନ୍ଦିରରେ ଭକ୍ତ ଭିଡ ଜମିଛି। କୋଭିଡ କଟକଣା ମଧ୍ୟରେ ସାମାଜିକ...

ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର...

ଲୋକଙ୍କ ସମସ୍ୟା ସମାଧାନ ପାଇଁ ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ: ଫେସ୍‌ବୁକ, ଟୁଇଟରରେ କରିପାରିବେ ଅଭିଯୋଗ

ଭୁବନେଶ୍ୱର,୧।୮(ବ୍ୟୁରୋ): ଜନସାଧାରଣଙ୍କୁ ଏବେ ସ୍ବାସ୍ଥ୍ୟଜନିତ ସମସ୍ୟା ଜଣାଇବାକୁ ଏଣେତେଣେ ବୁଲିବାକୁ ପଡିବନି। ଏଣିକି ସୋସିଆଲ ମିଡିଆରେ ସ୍ବାସ୍ଥ୍ୟ ସମ୍ପର୍କିତ ଅଭିଯୋଗ ହୋଇପାରିବ। ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତର...

ନାଲ୍‌କୋକୁ ଉତ୍କଳ-ଇ କୋଇଲା ବ୍ଲକ ଲିଜ୍‌

ଭୁବନେଶ୍ୱର,୧୭।୪: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)କୁ ଓଡ଼ିଶା ସରକାର ଉତ୍କଳ-ଇ କୋଇଲା ଖଣି ପାଇଁ ଲିଜ୍‌ ମଞ୍ଜୁର କରିଛନ୍ତି। ଏ ସଂକ୍ରାନ୍ତରେ ଇସ୍ପାତ ଏବଂ...

Advertisement
Archives

Model This Week