Posted inଜାତୀୟ

କରୋନା ଟିକାକରଣ ପରେ ଲାଗୁ ହେବ ସିଏଏ

ନୂଆଦିଲ୍ଲୀ,୧୧।୨: କରୋନା ଟିକାକରଣ ଶେଷ ହେବା ପରେ ଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ) ଲାଗୁ କରାଯିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଛନ୍ତି। ଗୁରୁବାର ପଶ୍ଚିମବଙ୍ଗରରେ ଏକ ରାଲିକୁ ସମ୍ବୋଧିତ କରି ଗୃହମନ୍ତ୍ରୀ ଶାହା ଏହା କହିଛନ୍ତି। ଏହାଦ୍ୱାରା ସଂଖ୍ୟାଲଘୁଙ୍କ ଉପରେ କୌଣସି ପ୍ରଭାବ ପଡିବ ନାହିଁ। ବିରୋଧୀମାନେ ଜାଣିଶୁଣି ତାଙ୍କୁ ଭ୍ରମିତ କରୁଥିବା ସେ କହିଛନ୍ତି। ଏଥିସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ସିଏଏକୁ ଦିଦି ମିଛ ପ୍ରତିଶ୍ରୁତି ବୋଲି କହୁଛନ୍ତି। ହେଲେ ଭାଜପା ଯାହା କୁହେ ତାହା କରିକି ଦେଖାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛାଡପତ୍ର ପାଇଁ ସ୍ତ୍ରୀ-ସ୍ବାମୀ ଏକ ବର୍ଷ ଅଲଗା ରହିବା ଜରୁରୀ ନୁହେଁ: ହାଇକୋର୍ଟଙ୍କ ରାୟ…

ଥିରୁଭାନନ୍ତପୁରମ୍‌,୧୦।୧୨ : ଛାଡପତ୍ର ସମ୍ପର୍କରେ କେରଳ ହାଇକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଯଦି ପରସ୍ପର ସହମତି ଅନୁଯାୟୀ ଛାଡପତ୍ର ନିଆଯାଏ ତେବେ ସ୍ତ୍ରୀ-ସ୍ବାମୀ ଏକ...

୬ ରାଜ୍ୟ-କେନ୍ଦ୍ର ଶାସିତ ଅଞ୍ଚଳର ୭ ବିଧାନସଭା-ଲୋକସଭା ଆସନରେ ଉପ-ନିର୍ବାଚନ: ୨୭ରେ ମତଦାନ…

ନୂଆଦିଲ୍ଲୀ,୧୮।୧ : ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡ ଆଦି ତିନୋଟି ଉତ୍ତର-ପୂର୍ବ ରାଜ୍ୟ ପାଇଁ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ମୁଖ୍ୟ ନିର୍ବାଚନ କମିଶନର...

ମୁମ୍ବାଇ ବିମାନ ବନ୍ଦରରେ ଶାହାରୁଖଙ୍କୁ ଅଟକାଇଲା କଷ୍ଟମ ବିଭାଗ, ଏକ ଘଣ୍ଟା ଧରି ଚାଲିଲା ପଚରା ଉଚରା

ମୁମ୍ବାଇ,୧୨ ।୧୧: ବଲିଉଡ ବାଦଶାହା ଶାହାରୁଖ ଖାଁଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ମୁମ୍ବାଇ ବିମାନ ବନ୍ଦରରେ କଷ୍ଟମ ବିଭାଗ ଅଟକାଇ ଦେଇଥିଲା । ପ୍ରାୟ ଏକ...

ନୀତିଶଙ୍କ ରଣନୀତି: ୬ ଜଣିଆ ଦଳ ଉପରେ ଦାୟିତ୍ୱ

ପାଟନା, ୨୮।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ନିର୍ବାଚନ ସ୍ବତନ୍ତ୍ର ରଣନୀତି ଆପଣେଇବା ସହିତ ଏହାର ଦାୟିତ୍ୱ ୬...

ଅପରେଶନ ଲୋଟସ୍‌ ଫେଲ୍‌

ହାଇଦ୍ରାବାଦ/ନୂଆଦିଲ୍ଲୀ,୨୮ା୧୦:ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ନେତୃତ୍ୱାଧୀନ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସରକାରକୁ ଭାଙ୍ଗି ରାଜ୍ୟରେ କ୍ଷମତାସୀନ ହେବା ପାଇଁ ଭାଜପା ପକ୍ଷରୁ...

ଋଣଭାର ଯୋଗୁ ଆତ୍ମହତ୍ୟା କଲେ ଗୋଟିଏ ପରିବାରର ୩ ପିଢ଼ି

ଚଣ୍ଡିଗଡ଼,୧୨।୯: ସରକାର ଚାଷୀଙ୍କ ଋଣଭାର କମାଇବା ପାଇଁ ବିଭିନ୍ନ ପ୍ରକାରର ଯୋଜନା କରୁଛନ୍ତି। ହେଲେ ଯୋଜନା ସବୁ ବାଟବଣା ହେଉଛି। ଫଳରେ ଋଣ ଭାର ସହି...

ମାଡ୍ରାସ ହାଇକୋର୍ଟଙ୍କ ରାୟ ବିରୋଧୀ ପିଟିଶନ ଖାରଜ କଲେ ସୁପ୍ରିମ୍‌କୋର୍ଟ: ତମାଖୁ ବ୍ୟବସାୟୀଙ୍କୁ ନୋଟିସ ଜାରି…

ନୂଆଦିଲ୍ଲୀ,୪।୩ : ମାଡ୍ରାସ ହାଇକୋର୍ଟଙ୍କ ଆଦେଶ ବିରୋଧରେ ଦାଖଲ ହୋଇଥିବା ଆବେଦନ ଉପରେ ଏହାର ଜବାବ ମାଗିବାକୁ ସୁପ୍ରିମକୋର୍ଟ ତାମିଲନାଡୁ ସରକାରଙ୍କୁ ନୋଟିସ ଜାରି କରିଛନ୍ତି।...

ଫସଲ ସୁରକ୍ଷା ପାଇଁ ଜମିରେ ସାଉଣ୍ଡ୍‌ ବକ୍ସ୍‌ ଲଗାଉଛନ୍ତି କର୍ନାଟକ ଚାଷୀ

ବେଙ୍ଗାଲୁରୁ,୧୯।୧୧: ଫସଲକୁ ବନ୍ୟପ୍ରାଣୀ ଏବଂ ଅନ୍ୟ ବୁଲା ପ୍ରାଣୀଙ୍କଠାରୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନେ ନାନା ପ୍ରକାର ଉପାୟ ଗ୍ରହଣ କରିଥାନ୍ତି। ତେବେ ବହୁ ସମୟରେ...

Advertisement
Archives

Model This Week