Posted inଜାତୀୟ

କରୋନା ଟିକାକରଣ ପରେ ଲାଗୁ ହେବ ସିଏଏ

ନୂଆଦିଲ୍ଲୀ,୧୧।୨: କରୋନା ଟିକାକରଣ ଶେଷ ହେବା ପରେ ଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ) ଲାଗୁ କରାଯିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଛନ୍ତି। ଗୁରୁବାର ପଶ୍ଚିମବଙ୍ଗରରେ ଏକ ରାଲିକୁ ସମ୍ବୋଧିତ କରି ଗୃହମନ୍ତ୍ରୀ ଶାହା ଏହା କହିଛନ୍ତି। ଏହାଦ୍ୱାରା ସଂଖ୍ୟାଲଘୁଙ୍କ ଉପରେ କୌଣସି ପ୍ରଭାବ ପଡିବ ନାହିଁ। ବିରୋଧୀମାନେ ଜାଣିଶୁଣି ତାଙ୍କୁ ଭ୍ରମିତ କରୁଥିବା ସେ କହିଛନ୍ତି। ଏଥିସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ସିଏଏକୁ ଦିଦି ମିଛ ପ୍ରତିଶ୍ରୁତି ବୋଲି କହୁଛନ୍ତି। ହେଲେ ଭାଜପା ଯାହା କୁହେ ତାହା କରିକି ଦେଖାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଦୁର୍ଘଟଣାର ସାକ୍ଷୀ ‘ବ୍ଲାକ ‌ବକ୍ସ’

ନୂଆଦିଲ୍ଲୀ, ୯।୮: ବର୍ଷା ବିତ୍ପାତ ମଧ୍ୟରେ ଗତ ଶୁକ୍ରବାର କେରଳ ଦେଖିଛି ବିମାନ ଦୁର୍ଘଟଣାର ଭୟାବହ ଦୃଶ୍ୟ। କୋଝିକୋଡ୍‌ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏୟାର ଇଣ୍ଡିଆ...

ସିଆଇଆଇ ସର୍ଭେ: ବିଦେଶ ଯିବାକୁ ଚାହୁଁନାହାନ୍ତି ୭୦ ପ୍ରତିଶତ

ନୂଆଦିଲ୍ଲୀ,୨୫।୫(ପି.ଟି.): ଜୁଲାଇ ଶେଷ ସୁଦ୍ଧା ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରିବା ଲାଗି ସରକାର ଚିନ୍ତା କରୁଛନ୍ତି। ବିମାନ ଚଳାଚଳ କଲେ ମଧ୍ୟ ୭୦ ପ୍ରତିଶତରୁ...

ବଜେଟ-୨୦୨୦: ମହିଳା,ଶିଶୁ ବିକାଶକୁ ପ୍ରାଧାନ୍ୟ; ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ

ମହିଳାମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସରକାର ବଜେଟରେ ୨୮,୬୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଥିଲେ, ସରକାରଙ୍କ ‘ବେଟି...

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

ଅଡ୍‌-ଇଭିନ୍‌ ନମ୍ବର କେଉଁଠି ଲାଗୁହେବ କେଉଁଠି ନାହିଁ ସ୍ପଷ୍ଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୧୭।୧୦: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ଆସନ୍ତା ମାସଠାରୁ ଅଡ୍‌-ଇଭିନ୍‌ ନମ୍ବରର ଗାଡି ଚଲାଇବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିର୍ଦ୍ଦେଶ ଦେଇଛନ୍ତି।...

ସେପ୍ଟେମ୍ବରରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ, ୧୯ା୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବାବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିଯିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ...

ଟୁଇଟ୍‌ ଅବା କ୍ୟାଣ୍ଡେଲ ରାଲି କରି ଭାଜପାକୁ ପରାଜିତ କରି ହେବନି, ରାହୁଲଙ୍କୁ ପିକେଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ପୁଣି ଥରେ କଂଗ୍ରେସ ଦଳକୁ ଟାର୍ଗେଟ୍‌ କରିଛନ୍ତି। କଂଗ୍ରେସରେ ଗଣତନ୍ତ୍ର ନାହିଁ ବୋଲି ସେ କହିଛନ୍ତି। ଯଦି ଦଳକୁ...

ଚିଠି ସହ ଚୋର ଫେରାଇଲା କୋଭିଡ୍‌ ଟିକା ଭର୍ତ୍ତି ବ୍ୟାଗ୍‌

ଚଣ୍ଡିଗଡ଼,୨୨।୪ : ହରିୟାଣର ରାଜଧାନୀ ଚଣ୍ଡିଗଡ଼ରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଚୋର ଗୁରୁବାର ୧୭୦୦ କୋଭିଡ୍‌-୧୯ ଟିକା ଭର୍ତ୍ତି ଥିବା ଏକ ବ୍ୟାଗ...

Advertisement


Archives

Model This Week