ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥି ସହ ଉକ୍ତ ଦୋକାନ ସଂଲଗ୍ନ ଥିବା ଏକ ଲେଡିଜ କର୍ଣ୍ଣର ମଧ୍ୟ ଆଂଶିକ ଜଳିଯାଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଶତ୍ରୁଘ୍ନ ମହାନ୍ତ କ୍ୟାବିନ କରି ପାନ ଦୋକାନଟିଏ ଦେଇଥିଲେ। କୌଣସି କାରଣରୁ ଆଜି ସକାଳେ ହଠାତ କ୍ୟାବିନରେ ନିଆଁ ଲାଗିଯାଇଥିଲା। ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲାଗିବାର ପ୍ରକୃତ କାରଣ ଜଣା ପଡ଼ି ନ ଥିବା ବେଳେ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ନୂତନ ପରୀକ୍ଷା ନିୟନ୍ତ୍ରକ

ବାରିପଦା ଅଫିସ,୩।୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ପରୀକ୍ଷା ନିୟନ୍ତ୍ରକ ଭାବେ ଡ.ଲକ୍ଷ୍ମୀଧର ଗିରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡ....

ସଫେଇ ନାଁରେ ସରକାରୀ ଅଫିସ୍‌ ପରିସରରୁ ମୂଲ୍ୟବାନ ଗଛ ଚାଲାଣ

ବାଲେଶ୍ୱର ଅଫିସ, ୧୯।୭-ବାଲେଶ୍ୱର ଜଳସେଚନ ବିଭାଗ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଥିବା ନିମ୍ବ, ଆକାଶୀ, ଶାଗୁଆନ, କଦମ୍ବ, ଆମ୍ବ ଭଳି ୫୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ...

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା: ଅନ୍ଧାରରେ ଚିକିଲି ନଦୀ ଖଣି କଛାରପଡାବାସୀ

କୋକସରା, ୧୫।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ଲୋକମାନଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି।...

ବଇଣ୍ଡାରେ ବହୁ ବିଳମ୍ବ

ବଇଣ୍ଡା, ୧୬ା୧୦ (ଡି.ଏନ.ଏ.): ଚାରି ଲେନ୍‌ ହେବ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ। ଏଥିପାଇଁ ୪ ବର୍ଷ ତଳୁ ହୋଇଛି ଉଚ୍ଛେଦ କାର୍ଯ୍ୟ। ବହୁ ବାସଗୃହ,...

ଗୋଠ ଛାଡ଼ି ଗାଁରେ ଦନ୍ତା

ଢେଙ୍କାନାଳ ଅଫିସ, ୧୦।୨ – ମିଳନ ପାଇଁ ବ୍ୟାକୁଳ ଦନ୍ତା ଗୋଠରୁ ଅଲଗା ହୋଇ ଜନବସତିରେ ଆରମ୍ଭ କରିଛନ୍ତି ଉପଦ୍ରବ। ପାଖାପାଖି ମାସେ ହେଲା ସେମାନଙ୍କ...

ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘର ଧାରଣା

ବାଲେଶ୍ୱର ଅଫିସ, ୨୦।୨-ବେକାରୀ ଫାର୍ମାସିଷ୍ଟମାନଙ୍କୁ ଉପେକ୍ଷା କରାଯାଇଥିବା ପ୍ରତିବାଦରେ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

ଭୈରବ ଦେବଙ୍କ ଝାମୁଯାତ୍ରା, କଣ୍ଟା ଦୋଳିରେ ଝୁଲିଲେ କାଳିଶି

ଭବାନୀପାଟଣା/କୋକସରା,୧୬।୯(ସ୍ବ.ପ୍ର/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଅଗ୍ନି ଭୈରବ ଦେବଙ୍କ ଝାମୁଯାତ୍ରା ତଥା ବାଲିଯାତ୍ରା ଉତ୍ସବ ପାରମ୍ପରିକ ରୀତିନୀତିରେ ସମ୍ପନ୍ନ ହୋଇଯାଇଛି। ପୀଠରେ ତାନ୍ତ୍ରିକ ଓ...

ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷଙ୍କ ପରଲୋକ

କଟକ ରୋଡ,୨୨।୨(ଡି.ଏନ୍‌.ଏ.): ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷ ଭଗତରାମ ଗୁପ୍ତାଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। କିଛିଦିନ ପୂର୍ବେ...

Advertisement
Archives

Model This Week