ଭୁବନେଶ୍ବର,୧୦।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟା ୭.୩୦ରେ ବସିବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିବେ। ତେବେ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।
ଭୁବନେଶ୍ବର,୧୦।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟା ୭.୩୦ରେ ବସିବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିବେ। ତେବେ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।
ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...
ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...
ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...
ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...
ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...
ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...
ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍ ଲିଗ୍ ଆଇପିଏଲ୍ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...
