ଲ୍ୟାଣ୍ଡଲାଇନରୁ କଲ୍‌ ତରିକା ବଦଳିବ

ନୂଆଦିଲ୍ଲୀ: ଜାନୁୟାରୀ ପହିଲାରୁ ଲ୍ୟାଣ୍ଡଲାଇନରୁ କଲ୍‌ର ତରିକା ବଦଳିବ। ସାରା ଦେଶରେ ଲୋକଙ୍କୁ ଲ୍ୟାଣ୍ଡଲାଇନରୁ ମୋବାଇଲକୁ ଫୋନ କରିବାକୁ ହେଲେ ନମ୍ବର ପୂର୍ବରୁ ଶୂନ ଲଗାଇବାକୁ ପଡିବ। ଏ ନେଇ ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ(ଟ୍ରାଇ) ଟେଲିକମ୍‌ ବିଭାଗକୁ ପ୍ରସ୍ତାବ ଦେଇଥିଲା। ଏହି ପ୍ରସ୍ତାବକୁ ଟେଲିକମ୍‌ ବିଭାଗ ବିଚାରକୁ ନେଇଛି। ୨୯ ମେ ୨୦୨୦ରେ ଟ୍ରାଇ ଏ ସଂକ୍ରାନ୍ତ ପ୍ରସ୍ତାବ ଦେଇଥିଲା। ଏହାଦ୍ୱାରା ଟେଲିକମ ସେବା ଯୋଗାଉଥିବା କମ୍ପାନୀଗୁଡିକୁ ଅଧିକ ନମ୍ବର ବନାଇବା ସୁବିଧା ହେବ। ଚଳିତ ମାସ ୨୦ରେ ଟେଲିକମ ବିଭାଗ ଜାରି କରିଥିବା ଏକ ଚିଠିରେ କହିଛି ଯେ, ଟ୍ରାଇ ପ୍ରସ୍ତାବକୁ ବିଚାରକୁ ନିଆଯାଇଛି। ଏହାଦ୍ୱାରା ମୋବାଇଲ ଏବଂ ଲ୍ୟାଣ୍ଡଲାଇନ ଲାଗି ପର୍ଯ୍ୟାପ୍ତ ସଂଖ୍ୟକ ନମ୍ବର ବନାଇବା ସହଜ ହେବ ବୋଲି ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଥାର୍ଥ ଟିକସ ଯୋଜନା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୪-୭: ଦେଶର ଟିକସଦାତାଙ୍କ ଲାଗି ଠିକ୍‌ ଟିକସ ଯୋଜନାର ଆବଶ୍ୟକତା ରହିଛି। ଅର୍ଥକୁ ଠିକ୍‌ ଭାବେ ପରିଚାଳନା, ନୂଆ ନୀତିକୁ ଧ୍ୟାନରେ ରଖି ଆଡଭାନ୍ସ ଟିକସ...

ଟେସ୍‌ଲାର ୪୪ ଲକ୍ଷ ଶେୟାର ବିକିଲେ ଏଲନ ମସ୍କ

ଓ୍ବାଶିଂଟନ୍‌,୨୯।୪: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଟୁଇଟର୍‌ କିଣିବା ପରେ ଏବେ ପାଣ୍ଠି ସଂଗ୍ରହ ଆରମ୍ଭ କରିଛନ୍ତି। ଏହା ଅଧୀନରେ ସେ ପୁଣି...

୩୭ ହଜାର ନିକଟତର ସୁନା,ରୁପା ୪୩ ହଜାର ଟପିଲା

ନୂଆଦିଲ୍ଲୀ,୬-୮: ଆମେରିକା-ଚାଇନା ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଅଧିକ ଘନୀଭୂତ ହେବାକୁ ଯାଉଥିବା ବେଳେ ଆମେରିକା ଫେଡେରାଲ ରିଜର୍ଭ ସୁଧ ହାର ୦.୨୫% ହ୍ରାସ କରିବା କାରଣରୁ...

କ୍ଷୁଦ୍ରଶିଳ୍ପକୁ ସହାୟତା ଦେବ ପିଏନ୍‌ବି

ଭୁବନେଶ୍ୱର,୩୧।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ଜାତୀୟ କ୍ଷୁଦ୍ରଶିଳ୍ପ ଦିବସ ବ୍ୟାଙ୍କ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କ ପକ୍ଷରୁ ‘ପିଏନ୍‌ବି ସେବା...

ଆଦାନୀ ହାତକୁ ଗଲା ମାଙ୍ଗାଲୋର ବିମାନବନ୍ଦର

ନୂଆଦିଲ୍ଲୀ: ମାଙ୍ଗାଲୋର ବିମାନ ବନ୍ଦର ଲିଜ ଆଦାନୀ ଗ୍ରୁପ ନିକଟକୁ ଆସିଛି। ଏହି ବିମାନ ବନ୍ଦର କୁ ଗ୍ରୁପ ୫୦ ବର୍ଷିଆ ଲିଜ୍‌ରେ ନେଇଥିବା ଜଣାପଡିଛି।...

୨୦୩୦ ସୁଦ୍ଧା ଭାରତୀୟ ରେଳ ହେବ ‘ଗ୍ରୀନ୍‌ ରେଲଓ୍ବେ’

ଭୁବନେଶ୍ୱର,୧୩ା୭(ବ୍ୟୁରୋ)- ୨୦୩୦ ମସିହା ସୁଦ୍ଧା ଭାରତୀୟ ରେଳ ବ୍ୟବସ୍ଥାକୁ ଗ୍ରୀନ ରେଳବାଇ(ଶୂନ୍ୟ ଅଙ୍ଗାରକାମ୍ଳ ର୍ନିଗମନ)ରେ ପରିଣତ କରାଯିବ। ସମ୍ପୂର୍ଣ୍ଣ ବିଦ୍ୟୁତିକରଣ ସହ ଲୋକୋମୋଟିଭରେ ଶକ୍ତି ସକ୍ରିୟତା...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନିଯୁକ୍ତିରେ ହେବ ପରିବର୍ତ୍ତନ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ସରକାରୀ ନିଯୁକ୍ତିରେ ପରିବର୍ତ୍ତନ କରିବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ସୂଚନା ମୁତାବକ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧ୍ୟକ୍ଷ ଏବଂ ଏମ୍‌ଡି ନିଯୁକ୍ତି...

ଅଟୋ ଡିଲରଙ୍କ ଅଣ୍ଟା ଭାଙ୍ଗିଦେଇଛି କୋଭିଡ୍‌

ନୂଆଦିଲ୍ଲୀ: ମହାମାରୀ ପୂର୍ବରୁ ଦେଶର ଅଟୋମୋବାଇଲ ଶିଳ୍ପ ମାନ୍ଦାବସ୍ଥା ଦେଇ ଗତି କରୁଥିଲା। ଗତ ୧୫ ମାସ ହେବ ଅଟୋ ଶିଳ୍ପରେ ବିକ୍ରି ଖସି ଚାଲିଛି।...

Advertisement
Archives

Model This Week