ଲ୍ୟାଣ୍ଡଲାଇନରୁ କଲ୍‌ ତରିକା ବଦଳିବ

ନୂଆଦିଲ୍ଲୀ: ଜାନୁୟାରୀ ପହିଲାରୁ ଲ୍ୟାଣ୍ଡଲାଇନରୁ କଲ୍‌ର ତରିକା ବଦଳିବ। ସାରା ଦେଶରେ ଲୋକଙ୍କୁ ଲ୍ୟାଣ୍ଡଲାଇନରୁ ମୋବାଇଲକୁ ଫୋନ କରିବାକୁ ହେଲେ ନମ୍ବର ପୂର୍ବରୁ ଶୂନ ଲଗାଇବାକୁ ପଡିବ। ଏ ନେଇ ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ(ଟ୍ରାଇ) ଟେଲିକମ୍‌ ବିଭାଗକୁ ପ୍ରସ୍ତାବ ଦେଇଥିଲା। ଏହି ପ୍ରସ୍ତାବକୁ ଟେଲିକମ୍‌ ବିଭାଗ ବିଚାରକୁ ନେଇଛି। ୨୯ ମେ ୨୦୨୦ରେ ଟ୍ରାଇ ଏ ସଂକ୍ରାନ୍ତ ପ୍ରସ୍ତାବ ଦେଇଥିଲା। ଏହାଦ୍ୱାରା ଟେଲିକମ ସେବା ଯୋଗାଉଥିବା କମ୍ପାନୀଗୁଡିକୁ ଅଧିକ ନମ୍ବର ବନାଇବା ସୁବିଧା ହେବ। ଚଳିତ ମାସ ୨୦ରେ ଟେଲିକମ ବିଭାଗ ଜାରି କରିଥିବା ଏକ ଚିଠିରେ କହିଛି ଯେ, ଟ୍ରାଇ ପ୍ରସ୍ତାବକୁ ବିଚାରକୁ ନିଆଯାଇଛି। ଏହାଦ୍ୱାରା ମୋବାଇଲ ଏବଂ ଲ୍ୟାଣ୍ଡଲାଇନ ଲାଗି ପର୍ଯ୍ୟାପ୍ତ ସଂଖ୍ୟକ ନମ୍ବର ବନାଇବା ସହଜ ହେବ ବୋଲି ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri