କ୍ୟାମେରାମ୍ୟାନ ମାନସ ହତ୍ୟା କାରଣ କେବଳ ମେମୋରି ଚିପ୍‌, ନା ଆଉ କିଛି

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା କାରଣ
କେବଳ ମେମୋରି ଚିପ୍‌ ନା ଆଉ କିଛି। ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ୪ ଦିନ ରିମାଣ୍ଡରେ ନେଇ କ୍ରାଇମବ୍ରାଞ୍ଚ ତନାଘନା କରିବା ସହ ଏପରି କିଛି ସନ୍ଦେହ କରିଛି। ମାନସ ଶର୍ମିଷ୍ଠାଙ୍କୁ ବ୍ଲାକମେଲ କରୁଥିଲେ କି, ଯେଉଁଥିପାଇଁ ସେ ଏପରି ଚରମ ପଦକ୍ଷେପ ନେଲେ, ତାହାର ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚ ।
ଚାନ୍ଦବାଲି ପଳାସପୁରରୁ ମାନସଙ୍କୁ ଅପହରଣ ପରେ ଭୁବନେଶ୍ୱରର ଏକ ଆଶ୍ରମ ନିଆଯାଇଥିଲା। ସେଠାରେ ଅତ୍ୟଧିକ ମାଡ଼ ଯୋଗୁ ମାନସଙ୍କ ମୃତ୍ୟୁ ଘଟିଥିଲା । ମାନସଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ବେଳେ ତାଙ୍କ ପିଞ୍ଜରା ହାଡ଼ ଭାଙ୍ଗି ଯାଇଥିବା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଥିଲା। ହତ୍ୟାକାରୀ ନିଶାଗ୍ରସ୍ତ ଅବସ୍ଥାରେ ଥିବା ବେଳେ ପିଟି ପିଟି ଏପରି ହତ୍ୟାକାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି । ରିମାଣ୍ଡରେ ୪ ଅଭିଯୁକ୍ତଙ୍କୁ ନେଇ ଜେରା ପରେ କ୍ରାଇମବ୍ରାଞ୍ଚ ଏହି ସୂଚନା ପାଇଥିବା ଜଣାପଡ଼ିଛି । ତେବେ ଆବଶ୍ୟକ ପଡ଼ିଲେ କ୍ରାଇମବ୍ରାଞ୍ଚ ଏହି ୪ ଅଭିଯୁକ୍ତଙ୍କୁ ପୁଣି ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri