ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ

ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ ଜମି ବାଲିଚର ହୋଇଯାଇଛି। ଏପରି କି ୬ ଜଣଙ୍କ ଘରେ ପାଣି ପଶିଛି। ମିଳିଥିବା ସୂଚନା ମୁତାବକ, ସଦର ବ୍ଲକ ଅନ୍ତର୍ଗତ ତମସା ପଞ୍ଚାୟତ ଏମ୍‌ଭି-୨ ନିକଟରେ ଥିବା ବାମ ସାଇଡ୍‌ ତମସା କେନାଲରେ ଏକ ଘାଇ ହୋଇଥିଲା। ପାଣି ଦ୍ରୁତ ବେଗରେ ମାଡ଼ି ଆସି ଏମ୍‌ଭି-୨ ଗ୍ରାମ ଭିତରକୁ ପଶିଥିଲା। କନାଲ ବନ୍ଧ ଦୁର୍ବଳ ଥିବାନେଇ ପୂର୍ବରୁ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାକୁ ମରାମତି ନ କରିବାରୁ ଏପରି ପରିସ୍ଥିତି ସୃଷ୍ଟି ହେଲା ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ଖବର ପାଇ ପୋଟେରୁ ଜଳସେଚନ ବିଭାଗ ଯନ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚତ୍ ବନ୍ଧ ମରାମତି ଆରମ୍ଭ କରିଛନ୍ତି। ସୁର୍ଲୁକୋଣ୍ଡା ବ୍ୟାରେଜର ଦକ୍ଷିଣ ପାର୍ଶ୍ୱ କେନାଲ ପାଣିକୁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସ୍କୋଏ ମାର୍ଶଲ ଆର୍ଟ: ଅନୁଗୋଳକୁ ୨ ପଦକ

ଅନୁଗୋଳ ଅଫିସ, ୧୨।୭-ଷଷ୍ଠ ତମ ଜାତୀୟ ସ୍କୋଏ ମାର୍ଶଲ ଆର୍ଟ ପ୍ରତିଯୋଗିତା କଶ୍ମୀର ପହଲ ଗ୍ରାମ ଠାରେ ଜୁନ୍‌ ୧୬ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ...

ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର:ଯୌତୁକ ପାଇଁ ହତ୍ୟା ଅଭିଯୋଗ

ଧାମନଗର, ୧୩।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଧୀନ ଗୋଡ଼ିପୋଖରୀ ସୟଦଜାଫର ଗ୍ରାମର ରିତାଞ୍ଜଳି ମଳିକ ନାମକ ଜଣେ ନବବିବାହିତା ମହିଳାଙ୍କ...

ପ୍ରଶାସନର ମୁଣ୍ଡବ୍ୟଥା ସାଜିଛି ହଳଦିଆପଦର ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ...

ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧୀ ନୀତିକୁ ବିରୋଧ

ଜୁନାଗଡ଼, ୨୭।୧୧ (ଡି.ଏନ.ଏ.)  – କେନ୍ଦ୍ର ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧୀ ନୀତି ବିରୋଧରେ ଗୁରୁବାର ସାରା ଦେଶରେ ବନ୍ଦ ପାଳନ ହୋଇଥିଲା। ଏହି...

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ ପ୍ରସଙ୍ଗ: ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଣି ପଡିଲା ପିଚୁ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଳେଶ୍ୱର ପୀଠଠାରୁ ଭୟା ପ୍ରୟାଗୀ ଗ୍ରାମ ଦେଇ ସାହେବ ପାଳୁରୁ କେନାଲ ବ୍ରିଜ଼ ପର୍ଯ୍ୟନ୍ତ ପ୍ରାୟ ଅଢେଇ କିଲୋମିଟର ରାସ୍ତା ୩୫...

ଧନଦାତ୍ରୀଙ୍କ ଧରାବତରଣକୁ ଅପେକ୍ଷା

ଢେଙ୍କାନାଳ ଅଫିସ, ୧୦।୧୦ – ଧରାବତରଣ କରିବେ ଧନଦାତ୍ରୀ। ପରମ୍ପରା ଏବଂ ଐତିହ୍ୟକୁ ଜାବୁଡ଼ି ଧରିଥିବା ଏହି ମହାଜାଗତିକ ପର୍ବର ସାକ୍ଷୀ ରହିବେ ହଜାର ହଜାର...

କରୋନା ନେଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ଦିଗପହଣ୍ଡି,୧୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ଯୁବ ଇଞ୍ଜିନିୟର ୟୁ.ସତ୍ୟନାରାୟଣ ରାଓ (୩୭) କରୋନାରେ ସଂକ୍ରମିତ ହୋଇ ସୋମବାର ମୃତ୍ୟୁବରଣ କରିଛନ୍ତି। ତାଙ୍କ ବାପା...

ପର୍ଯ୍ୟଟକଙ୍କ ମନ ମୋହୁଛି ଗୁରୁବେଡା ପିକନିକ୍‌ ସ୍ପଟ

ଯୋଡ଼ା,୨୧।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ବ୍ଲକର ଜଜାଙ୍ଗ ପଞ୍ଚାୟତର ବୈତରଣୀ ନଦୀ ଅବବାହିକାରେ ଅବସ୍ଥିତ ଗୁରୁବେଡା ପିକ୍‌ନିକ୍‌ ସ୍ପଟ। ଜଙ୍ଗଲ ଓ ପାହାଡଘେରା ପରିବେଷ୍ଟିତ ଏହି...

Advertisement


Archives

Model This Week