ଜଳୁଛି ରାଜଧାନୀ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗୁରୁବାର ରାଜଧାନୀ ଭୁବନେଶ୍ୱର ଜଳୁଛି। ସକାଳ ୮ଟାରୁ ତାତି ବଢ଼ି ସାଢ଼େ ୧୧ଟା ସୁଦ୍ଧା ଏହା ୩୯.୨ ଡିଗ୍ରୀରେ ପହଞ୍ଚିଥିଲା। ଖାଲି ଭୁବନେଶ୍ୱର ନୁହେଁ ସମ୍ବଲପୁରରେ ମଧ୍ୟ ତାପମାତ୍ରା ୩୯.୨ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ପ୍ରକାଶ।

ସେହିପରି ଝାରସୁଗୁଡ଼ାରେ ପୂର୍ବାହ୍ନ ସୁଦ୍ଧା ତାପମାତ୍ରା ୩୮.୪ ଡିଗ୍ରୀ ଥିବା ବେଳେ ହୀରାକୁଦରେ ୩୭.୪, ଚାନ୍ଦବାଲିରେ ୩୫.୬, କେନ୍ଦୁଝର ଏବଂ ବାଲେଶ୍ୱରରେ ୩୫ ଡିଗ୍ରୀ, ପୁରୀରେ ୩୩ ଡିଗ୍ରୀ, ପାରାଦୀପ ଏବଂ ଗୋପାଳପୁରରେ ୩୩.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri