୭୪ ତମ ପ୍ରତିଷ୍ଠା ଦିବସ ପାଳୁଛି ରାଜଧାନୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆଜି ୭୪ ତମ ପ୍ରତିଷ୍ଠା ଦିବସ ପାଳୁଛି ରାଜଧାନୀ ଭୁବନେଶ୍ବର। ୧୯୪୮ରେ ଏପ୍ରିଲ ୧୩ରେ ମନ୍ଦିର ମାଳିନୀ ସହର ଭୁବନେଶ୍ବର ଓଡ଼ିଶାର ରାଜଧାନୀ ହୋଇଥିଲା । ତେବେ ପ୍ରତିଷ୍ଠା ଦିବସ ଅବସରରେ ପିଏମଜିରେ ପରେଡ୍‌ ହେବ । ଭୁବନେଶରର ୭୨ଟି ସ୍କୁଲ ଓ କଲେଜ ଛାତ୍ରୀଛାତ୍ର ରାଜଧାନୀ ପ୍ରତିଷ୍ଠା ଦିବସ ପରେଡରେ ସାମିଲ ହେଉଛନ୍ତି । ପ୍ରଶାସନ ଓ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ କମିଟି ସହଯୋଗରେ ବିଧାନସଭା ସମ୍ମୁଖ ରାଜଧାନୀ ଶିଳାନ୍ୟାସ ଫଳକ ନିକଟରେ ପ୍ରତିଷ୍ଠା ଦିବସ ପାନଳ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri