ଜନ୍ମଦିନ ପାଳିଲା ରାଜଧାନୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଇତିମଧ୍ୟରେ ୭୫ ବର୍ଷ ପୂରଣ ହୋଇଛି। ରାଜଧାନୀ ତା’ର ପ୍ଲାଟିନମ ଜୁବଲି ପାଳନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ୩ ଦିନ ଧରି ଏହି ଉତ୍ସବ ପାଳନ ହେବ। ୧୯୪୮ ଏପ୍ରିଲ ୧୩ରେ ଓଡ଼ିଶାର ରାଜଧାନୀ ଭାବେ ନିଜର ପରିଚୟ ପାଇଥିଲା ଭୁବନେଶ୍ୱର। ସେହିଦିନଠାରୁ ଉକ୍ତ ଦିନକୁ ନିଜର ଜନ୍ମଦିନ ଭାବେ ପାଳିଆସୁଛି ରାଜଧାନୀ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri