ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା କାର୍‌, ଭିତରେ ଥିଲେ ବୃଦ୍ଧ ଦମ୍ପତି, ଆଉ ତା’ ପରେ…

ଓ୍ବାଶିଂଟନ,୧୦ା୯: ଆମେରିକାର ସନ୍‌ ଡିଏଗୋରେ ଏକ ଚଳନ୍ତା କାର୍‌ ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି। ଏହି କାର୍‌ରେ ବୃଦ୍ଧ ଦମ୍ପତି ଥିଲେ। ଖବର ପାଇ ଅଗ୍ନିଶମ ବାହିନୀର କର୍ମଚାରୀମାନେ ନିଜ ଜୀବନକୁ ବାଜି ଲାଗି ବୃଦ୍ଧ ଦମ୍ପତିଙ୍କ ଜୀବନ ବଞ୍ଚାଇଛନ୍ତି। ଏହି ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ଲୋକେ ଅଗ୍ନିଶମ ବାହିନୀର ସାହସିକତାକୁ ପ୍ରଶଂସା କରୁଛନ୍ତି।

ସୂଚନାଯୋଗ୍ୟ, ୯୨ ବର୍ଷୀୟ କେନ୍‌ ଓ୍ବିଲିୟମସନ୍‌ ଏବଂ ତାଙ୍କ ୯୦ ବର୍ଷୀୟ୍‌fସ୍ତ୍ରୀ ଜୋନ୍‌ କାର୍‌ରେ କେଉଁଆଡ଼େ ଯାଉଥିଲେ। ସେହି ସମୟରେ ପଛରୁ କୌଣସି ଗାଡ଼ି ତାଙ୍କ କାର୍‌କୁ ଧକ୍କା ଦେଇଥିଲା। ଫଳରେ କାର୍‌ରେ ନିଆଁ ଲାଗି ଯାଇଥିଲା। ଚାହୁଁଚାହୁଁ ଏହି ନିଆଁ ଭୟଙ୍କର ରୂପ ଧାରଣ କରିଥିଲା। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରି କାର୍‌ ଭିତରକୁ ବୃଦ୍ଧ ଦମ୍ପତିଙ୍କୁ ଉଦ୍ଧାର କରିଥିଲେ। ସୌଭାଗ୍ୟବଶତଃ ସେମାନଙ୍କୁ ଅଳ୍ପ ଆଘାତ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ: ମମତା ଇସ୍ତଫା ନ ଦେବାର ଘୋଷଣା ପରେ ବେଙ୍ଗଲରେ ଚହଳ!

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନର ଫଳାଫଳ ପରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବା ପାଇଁ ଅଟଳ ରହିଛନ୍ତି। ମଙ୍ଗଳବାର ଏକ…

ମମତାଙ୍କ ଯୁଦ୍ଧଂଦେହି ଡାକରା: ଆମେ ନିର୍ବାଚନ ହାରି ନାହୁଁ, ମୁଁ ଇସ୍ତଫା ଦେବି ନାହିଁ…

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମଧ୍ୟ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କ ଆଭିମୁଖ୍ୟ କୋହଳ ହୋଇନାହିଁ। ନିର୍ବାଚନ ଫଳାଫଳ ପରେ…

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ: ଛାତ୍ରୀଛାତ୍ରଙ୍କ ଶୃଙ୍ଖଳା ଓ ପ୍ରତିଭା ବିକାଶକୁ ଗୁରୁତ୍ୱ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ମଙ୍ଗଳବାରଠାରୁ ୧୦ ଦିନବ୍ୟାପୀ…

ବ୍ୟାଙ୍କରେ ୨୧୩ କୋଟି ୧୯ ଲକ୍ଷର ସେୟାର, ବିଜୟ ଥାଲାପଥିଙ୍କ ସମ୍ପତ୍ତି ଜାଣିଲେ କାବା ହୋଇଯିବେ…

ନୂଆଦିଲ୍‌ଲୀ,୫।୫: ୨୦୨୬ ତାମିଲନାଡୁ ବିଧାନସଭା ନିର୍ୱାଚନରେ ଟିଭିକେ ଏକକ ବୃହତ୍ତମ ଦଳ ଭାବରେ ଉଭା ହେବା ସହିତ, ସମସ୍ତଙ୍କ ନଜର ଏହାର ପ୍ରତିଷ୍ଠାତା ଏବଂ ମୁଖ୍ୟ ସି.…

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ଲକ ଅଧ୍ୟକ୍ଷାଙ୍କୁ ଭେଟିଲେ ଗ୍ରାମବାସୀ: ଦେଲେ ଦାବିପତ୍ର

ଅମରପାଲି,୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲି ଗ୍ରାମବାସୀ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷାଙ୍କୁ…

କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଦୁର୍ନୀତି ଅଭିଯୋଗ: ପରିଚାଳନା ନିର୍ଦ୍ଦେଶକଙ୍କୁ ଦାୟିତ୍ୱରୁ ହଟାଗଲା

ଗୁଣପୁର,୫।୫( ସୁଜାତା ପାଢ଼ୀ/ସଂକେତ ପାତ୍ର): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିଛି। ଚାଷୀମାନଙ୍କ ଜମା ଟଙ୍କା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ତାରିଣୀ ପ୍ରସାଦ…

ହାରିବା ପରେ ମମତାଙ୍କ ପ୍ରଥମ ପ୍ରେସ୍‌ କନଫରେନ୍ସ: କହିଲେ ପିଏମ୍‌ ମୋଦି-ଶାହା ମିଶି ଆମକୁ…

କୋଲକାତା,୫।୫: ପଶ୍ଚିମବଙ୍ଗରେ ହାରିବା ପରେ ମମତା ବାନାର୍ଜୀ ପ୍ରେସ୍‌ କନଫରେନ୍ସ ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ମମତା କହିଛନ୍ତି, ଆମର କର୍ମୀମାନଙ୍କୁ ନିର୍ଯାତନା ଦିଆଯାଇଛି। ଏହି ହେରଫେର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri