ବ୍ରିଜ୍‌ ଉପରେ ଜଳିଗଲା କାର୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଫାୟାରଷ୍ଟେଶନ ଓଭର ବ୍ରିଜ୍‌ ଉପରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍‌ ଜଳିଯାଇଛି। ଏହି କାର୍‌ରେ ଡ୍ରାଇଭରଙ୍କ ସହ ଆଉ ୨ ଯାତ୍ରୀ ଥିଲେ। କାର୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ସେମାନେ ସମସ୍ତେ ବାହାରକୁ ବାହାରି ଆସିଥିଲେ।

 

ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ୩ ଜଣ ଯାକ ସୁରକ୍ଷିତ ଅଛନ୍ତି। ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?