ରାସ୍ତାରେ ନିଆଁ ଲଗାଇ ସେକି ହେଉଥିବା ବେଳେ ଚଢ଼ିଗଲା କାର: ୩ ଗୁରୁତର

ଦେବଗଡ଼,୨୯ା୧୨(ଡ଼ି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ କାଇବେଙ୍କ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ଶୀତ ଯୋଗୁ ଗ୍ରାମର କେତେକ ଲୋକେ ରାସ୍ତା କଡରେ ନିଆଁ ଲଗାଇ ସେକି ହେଉଥିବା ବେଳେ ଏକ ଚଳନ୍ତା କାର୍‌ ସେମାନଙ୍କ ଉପରେ ଚଢିଯାଇଥିଲା। ଏଥିରେ ୬ ଜଣ ଆହତ ହୋଇଥିବା ଜଣାପଡିଛି ା ସେମାନଙ୍କ ମଧ୍ୟରୁ ତିନିଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଛୁରାମାଡ଼ ଘଟଣା : ମାରଣାସ୍ତ୍ର ଜବତ, ୨ ଅଭିଯୁକ୍ତ ଗିରଫ

ଯୋଡ଼ା,୪।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ୪ନଂ. ଓ୍ବାର୍ଡ ମିଶ୍ରଗଳିଠାରେ ଥିବା ଏକ ହୋଟେଲ ନିକଟରେ ବାଂଶପାଣିର ବିକ୍ରାନ୍ତ ନାୟକଙ୍କୁ ହୋଇଥିବା ଛୁରାମାଡ଼ ଘଟଣାରେ...

ଖସୁଛି ଭୂତଳ ଜଳସ୍ତର

ଯାଜପୁର ଅଫିସ,୧୫ା୩: ଭୂତଳ ଜଳ ବ୍ୟବହାରକୁ ନେଇ ହୋଇଥିବା କଟକଣାକୁ କେହି ମାନୁନାହାନ୍ତି। ଏଥିଯୋଗୁ ଭୂତଳ ଜଳସ୍ତର ନିମ୍ନଗାମୀ ହେଉଛି। ଫଳରେ ଗ୍ରୀଷ୍ମମାସରେ ଜଳସ୍ତର ଅଧିକ...

ଭଞ୍ଜନଗର ଆର୍‌ଟିଓ ଅଫିସ ପରିସରରୁ ୪ ଗିରଫ

ଭଞ୍ଜନଗର,୨୭।୯(ଡି.ଏନ.ଏ.): ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଦଲାଲଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି। ଦଲାଲ ଲାଭବାନ ହେଉଥିବାବେଳେ ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଦଲାଲ ଦ୍ୱାରା ଲାଭଖୋର କିଛି...

ସଫ୍ଟଓ୍ବେର ଇଞ୍ଜିନିୟର ଦେବାଶିଷ ପାଇଲେ ଓଏଏସ୍‌: ଉତ୍ତମ ପ୍ରଶାସନିକ ସେବା ଯୋଗାଇ ଦେବା ଲକ୍ଷ୍ୟ

କୃଷ୍ଣପ୍ରସାଦ,୯ା୧(ଡି.ଏନ.ଏ.): ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକ ପାରିକୁଦଗଡରୁ ଓଏଏସ ପାଇବାରେ ସଫଳ ହୋଇଛନ୍ତି ଦେବାଶିଷ ପାତ୍ର। ତାଙ୍କ ଲକ୍ଷ୍ୟ ରହିଛି ଜନସାଧାରଣଙ୍କୁ ଉତ୍ତମ ପ୍ରଶାସନିକ...

ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଫେରାର ଅଭିଯୁକ୍ତ ଗିରଫ

ତିହିଡ଼ି, ୮।୯ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ରାଜନଗର ପଞ୍ଚାୟତ ଅଧୀନ ଚାରିତରଫ ଗ୍ରାମର ସାବିତ୍ରୀ ମହାକୁଡ଼ ନାମ୍ନୀ ଜଣେ ଯୁବତୀଙ୍କୁ ଗତ...

ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

ବୁଗୁଡା,୧୪ା୧୧(ଡି.ଏନ୍‌.ଏ)-ବୁଗୁଡା ବ୍ଲକ କରସିଙ୍ଗି ଗ୍ରାମରେ ଦୁଇଦିନ ହେଲା ହାତୀ ଉପଦ୍ରବ ଯୋଗୁ ପ୍ରାୟ ୫୦ ଭରଣ ଧାନ ଫସଲ ନଷ୍ଟ ହୋଇଛି। ଏହି ହାତୀପଲ ନୟାଗଡ଼...

ବିଲରୁ ବ୍ୟକ୍ତିଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ଡେରାବିଶ,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଭାଗବତପୁର ପଞ୍ଚାୟତ ଶ୍ୟାମସୁନ୍ଦରପୁର (ମେଳକସାହି) ଗ୍ରାମର ଜଣେ ବ୍ୟକ୍ତି ଭ୍ରମରବର ରାଉତ (୪୦)ଙ୍କ ମୃତଦେହକୁ ଗୁରୁବାର ସକାଳେ ସ୍ଥାନୀୟ...

ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୨୩।୨: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ,...

Advertisement
Archives

Model This Week