ଡିଭାଇଡର ଉପରକୁ ଚଢ଼ିଗଲା କାର୍‌

ଦିଗପହଣ୍ଡି,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜକଁୟା ଛକ ନିକଟ ୩୧୭ ନଂ . ଜାତୀୟ ରାଜପଥ ଡିଭାଇଡର ଉପରେ ଚଳନ୍ତା କାର ଚଢି ଯିବାରୁ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳଳେ ବ୍ରହ୍ମପୁରରୁ ଗଜପତି ଜିଲା ମୋହନା ଅଭିମୁଖେ ଯାଉଥିବା କାର ନଂ. ଓଡି୦୭ ଟି – ୫୬୬୫ ନିୟନ୍ତ୍ରଣ ହରାଇ ଡିଭାଇଡର ଉପରେ ଚଢ଼ି ଯାଇଥିଲା। ଦୁର୍ଘଟଣାରେ କାରଟି ଭାଙ୍ଗିରୁଜି ଯାଇଥିବା ବେଳେ ଚାଳକଙ୍କ ସମେତ ୨ ଆରୋହୀ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri