Posted inଫୁରସତ

ପେଟ୍ରୋଲ ପମ୍ପରେ ଟଙ୍କା ଉଡ଼ାଇଲେ କାର୍‌ ଡ୍ରାଇଭର, ଏହା ଦେଖି କାନ୍ଦିବାକୁ ଲାଗିଲେ ମହିଳା, ଭିଡିଓ ଦେଖିଲେ…

ବିନମ୍ରତାକୁ ସର୍ବଶ୍ରେଷ୍ଠ ପୁଞ୍ଜି ବୋଲି କୁହାଯାଏ। ଯଦି ତୁମେ ନମ୍ର ତେବେ ତୁମ ପାଖରେ ଦୁନିଆର ସବୁଠାରୁ ଅଧିକ ଧନ ଅଛି ବୋଲି ଧରି ନେବ। ନମ୍ରତା ଗୁଣ ଥିଲେ ସବୁ ଲୋକ ଭଲ ପାଆନ୍ତି। ସମଗ୍ର ବିଶ୍ୱରେ ଲୋକମାନେ ସେମାନଙ୍କର ଭଲ ଆଚରଣ ହେତୁ ଲୋକଙ୍କ ହୃଦୟ ଜିତନ୍ତି। କିନ୍ତୁ କିଛି ଲୋକ ଅଛନ୍ତି, ଯେଉଁମାନେ ସେମାନଙ୍କର ଖରାପ ଆଚରଣ ଦ୍ୱାରା ଅନ୍ୟମାନଙ୍କୁ ଆଘାତ କରିବା ସେମାନଙ୍କର ଗର୍ବ ବୋଲି ଭାବନ୍ତି। ସୋସିଆଲ ମିଡିଆରେ ଏବେ ସେମିତି ଏକ ଭିଡିଓ ଦେଖିବାକୁ ମିଳିଛି। ଭିଡିଓଟି ଚାଇନାରୁ ଆସିଛି। ଯାହା ଦେଖି ସୋସିଆଲ ମିଡିଆ ବ୍ୟବହାରକାରୀମାନେ ବହୁତ ରାଗିଛନ୍ତି।

ଭିଡିଓଟି ପ୍ରଥମେ ‘ଆର୍‌ ମେଡ୍‌ ମି କ୍ରାଇ’ (r / MadeMeCry)ରେ ଶେୟାର କରାଯାଇଥିଲା। ଏଥିରେ କ୍ୟାପଶନ ଲେଖାଥିଲା, ପମ୍ପ କର୍ମଚାରୀଙ୍କୁ ଦେବା ପରିବର୍ତ୍ତେ ଜଣେ ବ୍ୟକ୍ତି ଟଙ୍କାକୁ ଭୂମିରେ ଫିଙ୍ଗି ଦେଇଛନ୍ତି। ଏହା ପରେ @TheFigen_ ନାମକ ଏକ ଟୁଇଟର ଆକାଉଣ୍ଟରେ ଏହା ଶେୟାର କରାଯାଇଛି। ମହିଳା ଶ୍ରମିକଙ୍କ ପାଇଁ ଏକ ସ୍ନେହପୂର୍ଣ୍ଣ ଇମୋଜି ଦେଇ ୟୁଜର ଲେଖିଛନ୍ତି, ସେ ଏହି ଆଚରଣର ଯୋଗ୍ୟ ନୁହନ୍ତି। ଭଗବାନ ତାଙ୍କୁ ବହୁତ ଭଲପାଇବା ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri