ଘର ଭିତରେ ପଶିଗଲା କାର୍‌, ଚାଲିଗଲା ମହିଳାଙ୍କ ଜୀବନ

ବୌଦ୍ଧ,୧୪ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥର ରାଧାନଗର ପଞ୍ଚାୟତ ଅନ୍ତର୍ଗତ ଲୁହୁରାଗଡ଼ିଆ ଛକ ନିକଟରେ ରବିବାର ଏକ ଘର ଭିତରକୁ କାର୍‌ ପଶି ଯିବାରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ମୃତ ମହିଳା ଜଣଙ୍କ ହେଲେ ସେହି ଗ୍ରାମର ପାନେଶ୍ୱରୀ ଧଳ।

ସୂଚନାନୁଯାୟୀ, ଆଜି ଭୋର୍‌ ସମୟରେ ଭୁବନେଶ୍ୱରରୁ ବୌଦ୍ଧ ଅଭିମୁଖେ ଏକ କାର୍‌ ଆସୁଥିବା ବେଳେ ହଠାତ ରାସ୍ତାରେ ଥିବା ଘର ଭିତରକୁ ପଶିଯାଇ ଓଲଟି ପଡ଼ିଥିଲା। ମହିଳାଙ୍କର ମୃତ୍ୟୁ ଘଟିବାରୁ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri