ବ୍ରିଜ୍‌ ଉପରୁ ଖସିପଡ଼ିଲା କାର

ବାଙ୍କୀ,୨୬।୯(ଡି.ଏନ୍‌.ଏ.): କଟକ ଜିଲା ବାଙ୍କୀ ଥାନା ଅଞ୍ଚଳରେ ରବିବାର ସକାଳେ ଏକ କାର ନାଳରେ ବୁଡ଼ି ଯାଇଛି। ନାଳରେ ବନ୍ୟା ପାଣି ଥିବା ଯୋଗୁ କାରଟି ବୁଡ଼ି ଯାଇଛି। ତେବେ ଏଥିରେ ଥିବା ଦୁଇ ଜଣ ବ୍ୟକ୍ତି ଅଳ୍ପକେ ବର୍ତ୍ତି ଯାଇଥିଲେ। ସକାଳେ ଦୁଇ ଜଣ ବ୍ୟକ୍ତି ଏକ କାର୍‌ ଯୋଗେ ବିଲିପଡ଼ାରୁ ବାଙ୍କୀ ଟାଉନ ଅଭିମୁଖେ ଯାଉଥିଲେ। ତେବେ କୟାଁନାଳ ଉପରେ ଥିବା ଛୋଟ ବ୍ରିଜ୍‌ ଉପରେ କାରଟି ଭାରସାମ୍ୟ ହରାଇ ନାଳରେ ପଡ଼ିଯାଇଥିଲା। କାର୍‌ଟି ନାଳରେ ପଡ଼ିଥିବା ଦେଖି ଲୋକେ ୨ ଜଣଙ୍କୁ ଉଦ୍ଧାର କରିଥିଲେ। ପରେ କାରଟିକୁ ପାଣିରୁ ବାହାର କରିଥିଲେ। ତେବେ କାର୍‌ରେ ବସିଥିବା ଦୁଇ ଜଣ ସୁସ୍ଥ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ପ୍ରତିଭାଙ୍କୁ ପ୍ରୋତ୍ସାହନ ଲୋଡ଼ା

ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର।...

କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ...

୫୦ ଆଦିବାସୀ ପରିବାରକୁ ଭଣ୍ଡାଇଲା ପ୍ରଶାସନ

ଚଣ୍ଡିଖୋଲ,୨୮ା୨(ଡି.ଏନ.ଏ.):ଶିକ୍ଷାର ଅଭାବ ହେତୁ ଅଧିକାଂଶ ସମୟରେ ଆଦିବାସୀମାନେ ଅବହେଳିତ ହୋଇଥାନ୍ତି। ସେମାନଙ୍କୁ ପ୍ରଶାସନିକ ଅଧିକାରୀମାନେ ନାନା ପ୍ରତିଶ୍ରୁତି ଦେଇ ଠକିଥାଆନ୍ତି ା ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ...

ଅନ୍ଧାର କୋଠରୀରେ ୧୦ ବର୍ଷ

ସୋର,୪।୪(ଡି.ଏନ.ଏ.)-ଗୋଟିଏ ଘରେ ରହିବା, ଖାଇବା ସହ ସେହିଠାରେ ଶୌଚ। ଫ୍ୟାନ ବୁଲିବା ତ ଦୂରର କଥା, ଲାଇଟ୍‌ ମଧ୍ୟ ଲାଗିନି। ଏମିତି ୧୦ ବର୍ଷ ହେଲା...

‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’

ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍‌ଠାରେ ଆୟୋଜିତ ଏହି...

ବିକାଶର ଆଁଖିରେ ବଢ଼ୁଛେ ଆବୁ: ଟଁକା ଯୁଗାଡ଼ ଚିନ୍‌ତାରେ ଗରିବ୍‌ ମା’ବାପ୍‌

କୋକସରା,୨୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତୋମୁଣ୍ଡା ପଁଚେତ୍‌ ଅଧୀନ ଚୋରଣିଦୁଆର ଗାଁର ମଙ୍ଗଲେ ମାଝି ଆର ତ୍ରୀନାଥ ମାଝିକଁର ପୁଓ ବିକାଶ ମାଝି(୫)। ସେ...

ପଥରରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ଖୋର୍ଦ୍ଧା ଅଫିସ,୨୭ା୧୦:  ଭକ୍ତର ଆରାଧନାରେ ଖୁସି ହୋଇ ଭଗବାନ ବିଭିନ୍ନ ରୂପରେ ପ୍ରକଟ ହୋଇଥାନ୍ତି। ଏଭଳି ଏକ ଅଲୌକିକ ଘଟଣା ବୋଲଗଡ଼ ବ୍ଲକର ବାଙ୍କେଇ ନିକଟ...

ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ

ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍‌ବିଆଇ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର...

Advertisement
Archives

Model This Week