କାର୍‌ ଉପରେ ମାଡ଼ିଗଲା କାର୍‌, ଦୁଇ ଗୁରୁତର

ସାରସକଣା,୨ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ୧୮ ନଂ ଜାତୀୟ ରାଜପଥ ସଂକୁଚା ନିକଟରେ କାର୍‌ ଉପରେ ଅନ୍ୟ ଏକ କାର୍‌ ମାଡ଼ିଯିବାରୁ ୨ଜଣ ଗୁରୁତର ଥିବା ଜଣାଯାଇଛି।
ପ୍ରକାଶ ଯେ, ଝାରପୋଖରିଆ ପଟୁ ଯାଉଥିବା ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଅନ୍ୟ ଏକ କାର୍‌ ଉପରେ ଚଢିଯାଇଥିଲା । ସଂକୁଚା ଛକ ନିକଟରେ ମା’ ଜଗଦ୍ଧାତ୍ରୀ ପୂଜା ଚାଲିଥିଲା ବେଳେ ମେଳା ଦେଖିବାକୁ ଭିଡ଼ ଜମିଥିଲା । ଓଡି-୧୧-ଏକ୍ସ-୧୮୮୫ ନମ୍ବର ବିଶିଷ୍ଟ ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତାରେ ଥିବା ପୋଲିସ ବ୍ୟାରିକେଡକୁ ଧକ୍କା ହେବା ସହିତ ଓଡି-୦୨-ଏ.ଜେ.-୦୪୩୦ ଉପରେ ଚଢିଯାଇଥିଲା ଏବଂ ନିକଟରେ ରହିଥିବା ଦୁଇଟି ଅଟୋକୁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକମାନେ କାର୍‌ ମଧ୍ୟରେ ଥିବା ୫ଜଣଙ୍କୁ ବାହାର କରି ମେଡିକାଲକୁ ପଠାଇଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଖବରପାଇ ଝାରପୋଖରିଆ ସବ୍‌ଇନ୍ସପେକ୍ଟର ଅଶୋକ ପହି ସଦଳବଳ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଦମକଳ ବାହିନୀ, ଏନ୍‌.ଏଚ.ଆଇ. ଗାଡ଼ିରେ ସମସ୍ତଙ୍କୁ ମେଡିକାଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri