ସାରସକଣା,୨ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ୧୮ ନଂ ଜାତୀୟ ରାଜପଥ ସଂକୁଚା ନିକଟରେ କାର୍ ଉପରେ ଅନ୍ୟ ଏକ କାର୍ ମାଡ଼ିଯିବାରୁ ୨ଜଣ ଗୁରୁତର ଥିବା ଜଣାଯାଇଛି।
ପ୍ରକାଶ ଯେ, ଝାରପୋଖରିଆ ପଟୁ ଯାଉଥିବା ଏକ କାର୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଅନ୍ୟ ଏକ କାର୍ ଉପରେ ଚଢିଯାଇଥିଲା । ସଂକୁଚା ଛକ ନିକଟରେ ମା’ ଜଗଦ୍ଧାତ୍ରୀ ପୂଜା ଚାଲିଥିଲା ବେଳେ ମେଳା ଦେଖିବାକୁ ଭିଡ଼ ଜମିଥିଲା । ଓଡି-୧୧-ଏକ୍ସ-୧୮୮୫ ନମ୍ବର ବିଶିଷ୍ଟ ଏକ କାର୍ ଭାରସାମ୍ୟ ହରାଇ ରାସ୍ତାରେ ଥିବା ପୋଲିସ ବ୍ୟାରିକେଡକୁ ଧକ୍କା ହେବା ସହିତ ଓଡି-୦୨-ଏ.ଜେ.-୦୪୩୦ ଉପରେ ଚଢିଯାଇଥିଲା ଏବଂ ନିକଟରେ ରହିଥିବା ଦୁଇଟି ଅଟୋକୁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକମାନେ କାର୍ ମଧ୍ୟରେ ଥିବା ୫ଜଣଙ୍କୁ ବାହାର କରି ମେଡିକାଲକୁ ପଠାଇଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଖବରପାଇ ଝାରପୋଖରିଆ ସବ୍ଇନ୍ସପେକ୍ଟର ଅଶୋକ ପହି ସଦଳବଳ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଦମକଳ ବାହିନୀ, ଏନ୍.ଏଚ.ଆଇ. ଗାଡ଼ିରେ ସମସ୍ତଙ୍କୁ ମେଡିକାଲ ପଠାଯାଇଛି।
Posted inHome, Home Left, ଆମ ଜିଲା ଖବର, ମୟୂରଭଞ୍ଜ View All
ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…
ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…
ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…
ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି
ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…
ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ
ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…
ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ
ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…
ଆଡ୍ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ
ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…
ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ
ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…
ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!
ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…
Archives

