ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି।
ସୂଚନାନୁଯାୟୀ, ଶନିବାର ବାଲିଗୁଡ଼ା ପଟରୁ ଓଆର୍‌ ୦୭ଭି ୩୬୧୬କାର୍‌ ଦ୍ରୁତଗତିରେ ଫୁଲବାଣୀ ଯାଉଥିବାବେଳେ ସାରଙ୍ଗଗଡ଼ ଅନ୍ତର୍ଗତ କୁର୍ଙ୍ଗୁଲି ନିକଟରେ ଏକ ଆମ୍ବ ଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଥିଲା। କାର୍‌ରେ ଦୁଇଜଣ ବ୍ୟକ୍ତି ଯାଉଥିବା ବେଳେ ଚାଳକ ସାମାନ୍ୟ ଆହତ ହୋଇ ଅଳ୍ପେକ ବର୍ତ୍ତି ଯାଇଛନ୍ତି। ଏହି ଦୁର୍ଘଟଣା ଦେଖି ସମାଜସେବୀ ଅରୁଣ ଭାଇ ଓ ଜଣେ ବସ୍‌ କଣ୍ଡକ୍ଟର ନାଳ ଭିତରୁ ଦୁର୍ଘଟଣା ବ୍ୟକ୍ତିମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସକୁ ଯୋଗାଯୋଗ କରି କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?