ବାଇକ୍‌କୁ ଧକ୍କା ଦେଲା କାର୍‌, ଚାଲିଗଲା ଦମ୍ପତିଙ୍କ ଜୀବନ

ଖଲ୍ଲିକୋଟ,୨୨ା୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ନାରାୟଣୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ କାର୍‌ ଧକ୍କା ଦେବାରୁ ବାଇକ୍‌ରେ ବସିଥିବା ସ୍ତ୍ରୀ ଏବଂ ସ୍ବାମୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ ହେଲେ ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଆଇତିପୁର ଗ୍ରାମର ଯୋଗୀ ପ୍ରଧାନ (୫୬) ଓ ତାଙ୍କ ସ୍ତ୍ରୀ କାବୁଲି (୫୦)। ଖାରିବନ୍ଧ ସମୁଦି ଘରୁ ନାତିକୁ ଦେଖିବାକୁ ଯାଇଥିଲେ। ସେଠାରୁ ନିଜ ଗାଁ ଆଇତିପୁରକୁ ଫେରିବା ସମୟରେ ଦୁର୍ଘଟଣା ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍‌ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ

ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ…

ସିଭିଲ ସର୍ଭିସ ଆଶାୟୀଙ୍କୁ ପାଠ ପଢ଼ାଇଲେ ଜିଲାପାଳ: ଅଚାନକ ପହଞ୍ଚି…

ଭଞ୍ଜନଗର,୧୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରଠାରେ ସିଭିଲ ସର୍ଭିସ ପରୀକ୍ଷା ଦେବାପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କୁ ଗଞ୍ଜାମ ଲକ୍ଷ୍ୟ ନିକେତନ ଯୋଜନା ମାଧ୍ୟମରେ ତାଲିମ ପ୍ରଦାନ କରାଯାଉଛି। ଆଜିକୁ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ…

ପେଟ୍ରୋଲ-ଡିଜେଲ, ଏଲପିଜି ସମ୍ପର୍କରେ ବଡ଼ ବୟାନ ଜାରି କଲା ପେଟ୍ରୋଲିୟମ ମନ୍ତ୍ରଣାଳୟ, ଭାରତ ଉପରେ…

ନୂଆଦିଲ୍ଲୀ,୧୧।୫: ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ନାଗରିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri