ପୋଲରେ ପିଟିହୋଇ ଓଲଟିଲା କାର, ଦୁଇ ଶିଶୁ ସମେତ ଚାରି ଆହତ

ପୁରୁଷୋତ୍ତମପୁର,୯/୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୂର୍ତ୍ତବିଭାଗିୟ ଡାକ ବଙ୍ଗଳା ନିକଟରେ ଶୁକ୍ରବାର ଭୋର ପ୍ରାୟ ୩ ଘଣ୍ଟ ସମୟରେ ଏକ କାର ନଂ ଓଡି ୩୩ ଏଏଲ ୮୨୩୭ ଭୁବନେଶ୍ୱରରୁ ହିଞ୍ଜିଳି ଯାଉଥିବା ବେଳେ ଭାରସାମ୍ଯ ହରାଇ ରାସ୍ତା ପର୍ଶ୍ବରେ ଏକ ପୋଲରେ ପିଟି ହୋଇ ଓଲଟି ପଡିଥିଲାା ଏଥିରେ ବସିଥିବା ଦୁଇ ଶିଶୁ ଙ୍କ ସମେତ ଚାରି ଜଣ ଆହତ ହୋଛନ୍ତିା

ଏହି ସମୟରେ ସେମାନଙ୍କ ସମ୍ପର୍କୀୟ ମାନେ ପଛରେ ଅନ୍ଯଏକ ଗାଡିରେ ଆସୁଥିବା ବେଳେ ଏହି ଆହାତ ମାନଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀସ୍ବାସ୍ଥ୍ଯ କେନ୍ଦ୍ରକୁ ନେଇଥିଲେ ମାତ୍ର ଜଣେ ମହିଳା ଓ ପୁରୁଷ ଙ୍କ ଅବସ୍ତା ଗୁରୁତର ଥିବାରୁ ବ୍ରହ୍ମପୁର ବଡମେଡିକାଲକୁ ନେବାଲାଗି ଡାକ୍ତର ପରାମର୍ଶ ଦେଇ ପଠାଇ ଦେଇଥିଲୋ ଏହି ଆହାତ ଙ୍କ ଘର ହିଞ୍ଜିଳି ବୋଲି ଜାଣିବାକୁ ମିଳିଛିା


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri