ସ୍କୁଟିକୁ ଧକ୍କା ଦେଲା କାର: ଚାଲିଗଲା ମା’-ପୁଅଙ୍କ ଜୀବନ

ବ୍ରହ୍ମପୁର ଅଫିସ, ୨।୨: ବ୍ରହ୍ମପୁର ସହର ଦେଇ ଯାଇଥିବା ଜାତୀୟ ରାଜପଥ ଏମକେସିଜି ମେଡିକାଲ କଲେଜ ସମ୍ମୁଖରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କାର ଧକ୍କାରେ ସ୍କୁଟି ଚାଳକ ଓ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ରହିଛନ୍ତି ଆଙ୍କୁଲି ଅଞ୍ଚଳର ସୀତାମ୍ମା ପାତ୍ର ଓ ତାଙ୍କ ପୁଅ ରାମଚନ୍ଦ୍ର ପାତ୍ର ବୋଲି ଟ୍ରାଫିକ ପୋଲିସଠାରୁ ସୂଚନା ମିଳିଛି। ରାମଚନ୍ଦ୍ର ଓ ତାଙ୍କ ମା’ ଏକ ସ୍କୁଟିରେ ଏମକେସିଜି ମେଡିକାଲରୁ ଘରକୁ ଫେରୁଥିବା ବେଳେ ଫାଟକ ସମ୍ମଖରେ ହିଁ ଏକ କାର ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଉଭୟ ମାଆ ପୁଅ ଗୁରୁତର ହେବା ପରେ ସେମାନଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିଲା। କିଛି ସମୟ ପରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଟ୍ରାଫିକ ପୋଲିସ ପହଞ୍ଚି ଉଭୟ ଗାଡ଼ିକୁ ଜବତ କରି ତଦନ୍ତ ଜାରି ରଖିଛି। ଗତ ଏକ ମାସ ମଧ୍ୟରେ ସଡକ ଦୁର୍ଘଟଣାରେ ଟ୍ରାଫିକ ଥାନା ଅଞ୍ଚଳରେ ଏଯାବତ ୫ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। ପୋଲିସ କାର ମାଲିକଙ୍କୁ ଥାନାରେ ଅଟକ ରଖିଛି। ବେପରୁଆ ଗାଡି ଚାଳନା ଯୋଗୁ ଦୁର୍ଘଟଣାରେ ଦୁଇଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ସଡକ ସଚେତନତା କାର୍ଯ୍ୟକ୍ରମ ଏବେ ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri