ଡ୍ରେନ୍‌ରେ ପଶିଗଲା କାର୍‌

ଗଞ୍ଜାମ,୨୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରର ମୁଖ୍ୟ ଡ୍ରେନ୍‌ରେ ସୋମବାର ଗୋଟିଏ କାର୍‌ ପଶି ଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି l ଏହି କାର୍‌ରେ ତିନି ମହିଳା ଓ ଜଣେ ଶିଶୁ ଥିଲେ l ଜଣେ ମହିଳାଙ୍କ ହାତରେ ଆଘାତ ଲାଗିଥିବା ବେଳେ ଅନ୍ୟମାନେ ସୁସ୍ଥ ଅଛନ୍ତି l ସ୍ଥାନୀୟ ଅଞ୍ଚଳର ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀ,ସରପଞ୍ଚ ସନ୍ତୋଷ ରେଡ୍ଡୀ, ଲୋକା ବେହେରା, ବାବୁଲା ବିଷୋୟୀଙ୍କ ସମେତ ଅନ୍ୟମାନେ ଡ୍ରେନ ଭିତରେ ଫସି ଥିବା କାର୍‌କୁ ଉଦ୍ଧାର କରିଥିଲେ। ବ୍ରହ୍ମପୁରରୁ କାର୍‌ଟି ମାଲୁଦ ଯାଉଥିବା ବେଳେ ବ୍ଲକ ଗେଟ୍‌ ସାଇଡ୍‌ରେ ଥିବା ଏକ ଇଣ୍ଡିକାକୁ ଧକ୍କା ଦେଇ ଡ୍ରେନ୍‌ ମଧ୍ୟରେ ପଶି ଯାଇଥିଲା l ଖବର ପାଇ ଗଞ୍ଜାମ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ

ଗଞ୍ଜାମ,୧୫।୭(ଡି.ଏନ୍‌.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ...

ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା: ବ୍ଲକ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ମୋରଡା,୨୫ା୧୧(ଡି.ଏନ.ଏ): ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତର ଆଣୁଆ ଗ୍ରାମବାସୀ ଶୁକ୍ରବାର ବ୍ଲକ ଅଫିସ ଆଗରେ...

ହିଡିସିଙ୍ଗ ପ୍ରକଳ୍ପ ପାଇଁ ଯୁଗ୍ମ କମିଟି ଯାଞ୍ଚ: ୨ ସପ୍ତାହରେ ଯିବ ଜମି ଅନୁମତି ପ୍ରସ୍ତାବ

ବନ୍ତଳା,୧୯।୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ନନ୍ଦପୁର ପଞ୍ଚାୟତ କରଡାସିଙ୍ଗଠାରେ ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ କାର୍ଯ୍ୟ ଆଗେଇଛି। ଏହି...

ଚିଠି ଲେଖି ହତ୍ୟା ଧମକ ଦେଉଥିଲେ ନକଲି ମାଓବାଦୀ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଜଣେ ନକଲି ମାଓବାଦୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବରଗଡ...

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା...

ବିଭିନ୍ନ ଦାବି ନେଇ ଧାରଣାରେ ବସିଲେ ସୁରକ୍ଷା କର୍ମୀ

ବ୍ରହ୍ମପୁର ଅଫିସ,୧ା୭-  ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ଶତାଧିକ ସୁରକ୍ଷା କର୍ମୀ ବିଭିନ୍ନ ଦାବି ନେଇ ରବିବାର ଅପରାହ୍ନରେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ।...

ଜିଲାପାଳଙ୍କ ଅଫିସ ଘେରିଲେ ଆଶାକର୍ମୀ

ବଲାଙ୍ଗୀର ଅଫିସ,୨୭।୨: ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ବଲାଙ୍ଗୀର ଜିଲା କମିଟି ଏବଂ ଏଆଇଟିୟୁସି ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଶତାଧିକ...

ଆମ୍ବୁଲାନ୍ସରେ ନେଉଥିଲେ ଗଞ୍ଜେଇ

ଫୁଲବାଣୀ ଅଫିସ,୯।୫: ଗଞ୍ଜେଇ ଚାଲାଣର ନୂଆ ଉପାୟ। ଆମ୍ବୁଲାନ୍ସରେ ହେଉଥିଲା ଚାଲାଣ। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀରେ। ଖବରପାଇ ଅବକାରୀ ଟିମ୍‌ ଖଜୁରୀପଡା...

Advertisement
Archives

Model This Week