Posted inଜାତୀୟ

ଚାହୁଁଚାହୁଁ ବୁଡ଼ି ଗଲା କାର…

ନୂଆଦିଲ୍ଲୀ, ୨୦।୮: ଦିଲ୍ଲୀରେ ପ୍ରବଳ ବର୍ଷା ଜାରି ରହିଛି। ରାସ୍ତା ଉପରେ ୩ ଫୁଟର ଅଧିକ ବର୍ଷାଜଳ ପ୍ରବାହିତ ହେଉଛି। ଦିଲ୍ଲୀ-ଗୁରୁଗ୍ରାମ ରାସ୍ତାରେ ପ୍ରବଳ ବନ୍ୟା ଜଳ ପ୍ରବାହିତ ହେଉଛି। ରାସ୍ତାରେ ଯାଉଥିବା ଏକ କାର ଚାହୁଁଚାହୁଁ ବର୍ଷା ଜଳରେ ବୁଡ଼ି ଯାଉଥିବାରୁ ଫଟୋ ଏବଂ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଜୀବନ ବିକଳରେ କାରରେ ଥିବା ୨ ବ୍ୟକ୍ତି ଛାତ ଉପରକୁ ଉଠି ଆସିଥିଲେ। ତେବେ କାର୍‌ ନିକଟରେ ଥିବା ଏକ ବସ୍‌ ଭିତରକୁ ପରେ ସେମାନେ ଆସି ଜୀବନ ବଞ୍ଚାଇଥିବା କୁହାଯାଉଛି। ସହର ତଳି ଅଞ୍ଚଳରେ କେତେକ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଉଦ୍ୟମ ଜାରି ରହିଛି। ଟ୍ରାଫିକ୍‌ ନିୟନ୍ତ୍ରଣ କରିବା କାଠିକର ପାଠ ହୋଇପଡ଼ିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଚ୍‌ବିହାର କାଣ୍ଡ ପ୍ରାୟୋଜିତ ଗଣହତ୍ୟା: ମମତା

ସିଲିଗୁଡ଼ି/କୋଲକାତା, ୧୨।୪: କୁଚ୍‌ବିହାର ଗୁଳିକାଣ୍ଡ ଉଦ୍ଦେଶ୍ୟମୂଳକ ହତ୍ୟାକାଣ୍ଡ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର କହିଛନ୍ତି। ନିର୍ବାଚନ କମିଶନ ସତ୍ୟକୁ ଚାପି ଦେଇଥିବା ଅଭିଯୋଗ...

୩୭୦ ଉଚ୍ଛେଦରୁ ରାମମନ୍ଦିର ଶିଳାନ୍ୟାସ

ନୂଆଦିଲ୍ଲୀ,୫ା୮: ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଦେଇଥିଲେ। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା...

ଅନ୍‌ଲକ ୪.୦: କ’ଣ ଖୋଲିବ କ’ଣ ନାହିଁ

ନୂଆଦିଲ୍ଲୀ,୨୮।୮: କରୋନା ଭାଇରସ ପାଇଁ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ପରେ ଏବେ ଚାଲିଛି ଅନ୍‌ଲକ ପ୍ରକ୍ରିୟା। ଏବେ ଆରମ୍ଭ ହେବାକୁ ଯାଉଛି ଅନ୍‌ଲକ ୪.୦।...

କମଳନାଥଙ୍କ ମନ୍ତବ୍ୟକୁ ନେଇ ରାହୁଲ ଅସନ୍ତୁଷ୍ଟ

ଓ୍ବାୟନାଡ଼, ୨୦।୧୦: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଦ୍ୱାରା ରାଜ୍ୟ ମନ୍ତ୍ରୀ ଇମର୍ତି ଦେବୀଙ୍କ ବିରୋଧରେ ଦିଆଯାଇଥିବା ଆପତ୍ତିଜନକ ମନ୍ତବ୍ୟ ନେଇ ରାହୁଲ ଗାନ୍ଧୀ ମୁହଁ...

୩ହଜାରରୁ ୧୦ ହଜାର ଟଙ୍କା ହେଲା ଆଶା କର୍ମୀଙ୍କ ପାରିଶ୍ରମିକ

ଅମରାବତୀ,୩।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଓ୍ବାଇଏସ୍‌ ଜଗନ ମୋନହ ରେଡ୍ଡି ପ୍ରଥମ ପର୍ଯ୍ୟାୟରେ ଆଶା କର୍ମୀଙ୍କୁ ଦେଇଛନ୍ତି ଆଶନୁରୂପ...

ବାଇକ୍‌ ଚାଳକଙ୍କୁ ପିଛା କଲା ବାଘ: ଭିଡ଼ିଓ ଭାଇରାଲ

ଓ୍ବାଇନାଡ୍‌,୧।୭: କେରଳ ଓ୍ବାଇନାଡ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ମୁଥାଙ୍ଗ୍‌ ଅଭୟାରଣ୍ୟ ନିକଟରେ ଥିବା ରାସ୍ତାରେ ବାଘ ବାଇକ୍‌ ଚାଳକଙ୍କ ପିଛା କରୁଥିବା...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୮୮ ଜଣ ନୂଆ...

ଇତିହାସ ପାଲଟିବ ‘ଗଧ’

ନୂଆଦିଲ୍ଲୀ: ନିର୍ବୁଦ୍ଧିଆ ପ୍ରାଣୀ ଭାବେ ଦୁର୍ନାମ ମୁଣ୍ଡାଇଛି ଗଧ। ଏପରି କି ‘ଗଧ’ ନଁ। ଶୁଣିଲେ ମନରେ ଭିନ୍ନ ଭାବନା ସୃଷ୍ଟି ହୁଏ। ଦୀର୍ଘଦିନ ଧରି...

Advertisement


Archives

Model This Week