ଦୁଇ ଟ୍ରକ୍‌ ମଝିରେ ଚାପିହୋଇଗଲା କାର୍‌

ଘସିପୁରା,୨୧ା୧୦(ନିରଞ୍ଜନ ସାହୁ): ୨୦ ନଂ. ଜାତୀୟ ରାଜପଥ କେନ୍ଦୁଝର ଜିଲା ଘସିପୁରା ଥାନା ବେଲବାହାଳି ଯିବା ଦୋଛକି ରାସ୍ତାରେ ଶନିବାର ଗୋଟିଏ କାର୍‌କୁ ଆଗରୁ ଓ ପଛରୁ ଦୁଇଟି ଟ୍ରକ୍‌ ଧକ୍କା ଦେଇଛି। ଫଳରେ ଟ୍ରକ୍‌ଟି ଚାପି ହୋଇଯାଇଛି। ଯୋଡ଼ାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଓଡି ୩୩ ଏସି ୨୪୫୭ ନଂ ବିଶିଷ୍ଟ କାର୍‌କୁ ପଛପାର୍ଶ୍ୱରୁ ଗୋଟିଏ ଟ୍ରକ୍‌ ଧକ୍କା ଦେବାର କିଛି ସମୟ ପରେ ଆଗ ପାର୍ଶ୍ୱରୁ ଆଉ ଗୋଟିଏ ଟ୍ରକ୍‌ ଧକ୍କା ଦେଇଥିଲା। କାର୍‌ ବସିଥିବା ୪ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଆନନ୍ଦପୁର ଚିକିତ୍ସାଳୟକୁ ପଠାଇବାର ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଅନ୍ୟପକ୍ଷରେ ଫେରାର ହୋଇଥିବା ଦୁଇ ଟ୍ରକ୍‌ ମଧ୍ୟରୁ ଓଡି ୦୪-ଏନ୍‌ ୪୧୬୪ ନଂ ବିଶିଷ୍ଟ ଗୋଟିଏ ଟ୍ରକ୍‌କୁ ଘସିପୁରା ପୋଲିସ ଜବତ କରି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri