ଗଛରେ ପିଟି ହେଲା କାର୍‌, ଗୋଟିଏ ପରିବାରର ୬ ଗୁରୁତର

ଅନୁଗୋଳ ଅଫିସ,୨ା୫: ପାଲଲହଡ଼ା ଥାନା ଝିମିରିପାଲି  ଶିବମନ୍ଦିର ନିକଟ ୧୪୯ ନଂ. ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଏକ କାର୍‌ ରାସ୍ତାକଡ଼ରେ ଥିବା ବରଗଛରେ ପିଟି ହେବାରୁ ଗୋଟିଏ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ପ୍ରଥମେ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ ଅନୁଗୋଳ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତରମାନେ ବଲାଙ୍ଗୀର ଅଞ୍ଚଳର ହୋଇଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି। ସମସ୍ତ ମୁହଁରେ ଆଘାତ ଲାଗିଥିବାରୁ ସଠିକ୍‌ ଭାବେ ନିଜ ପରିଚୟ ପ୍ରଦାନ କରିପାରୁ ନ ଥିବା ପୋଲିସ କହିଛି। ଦୁଘଟଣାଗ୍ରସ୍ତ ଗାଡ଼ିକୁ ପୋଲିସ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀଛକରେ ବୈଜୟନ୍ତ ପଣ୍ଡାଙ୍କ କୁଶପୁତ୍ତଳିକା ଦାହ

ଭବାନୀପାଟଣା,୨୧।୧୦(ଡି.ଏନ.ଏ.): ଭାଜପା ନେତା ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆରେ ଓଡ଼ିଶା ଭଳି ଏକ ଶାନ୍ତି ପ୍ରିୟ ରାଜ୍ୟକୁ ପାକିସ୍ତାନ ସହ ତୁଳନା କରିବା ଘଟଣାକୁ ତୀବ୍ର...

ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର, ଶ୍ରେଷ୍ଠ ଅଭିନେତା ସରୋଜ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ୩୧ତମ ରାଜ୍ୟ ଚଳଚ୍ଚିତ୍ର ଓ ଅଷ୍ଟମ ଟେଲି ପୁରସ୍କାର ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଜଣାଶୁଣା ପ୍ରଯୋଜକ ତଥା ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ...

୧୪ଲକ୍ଷ ଠକି ୩ ଭଉଣୀଭାଇ ଗିରଫ

ଝାରସୁଗୁଡ଼ା ଅଫିସ,୨୬।୧୦: ଜଣେ ଯୁବକଙ୍କୁ ରେଳବାଇରେ ଚାକିରି ଦେବା ନାମରେ ତାଙ୍କ ନିକଟରୁ ୧୪ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ଝାରସୁଗୁଡ଼ା ପୋଲିସ ୩ ଭଉଣୀଭାଇଙ୍କୁ...

ରାଜ୍ୟ ପାଇଁ ଗୌରବ: ବନ୍ଧବାହାଲ ଛାତ୍ର ଚିନ୍ମୟଙ୍କୁ ଇସ୍ରୋର ନିମନ୍ତ୍ରଣ; ଚନ୍ଦ୍ରଯାନ-୨ ଅବତରଣ ଦେଖିବେ

ଲଖନପୁର,୧ା୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ୍ଧବହାଲ ଡିଏଭି ପବ୍ଲିକ ସ୍କୁଲର ୮ମ ଶ୍ରେଣୀ ଛାତ୍ର ଚିନ୍ମୟ ଚୌଧୁରୀ ୱେବ୍‌ସାଇଟ୍‌ www.mygov.in ସ୍ପେସ୍‌ କୁଇଜ ୨୦୧୯ ପ୍ରତିଯୋଗିତାରେ ସର୍ବାଧିକ...

ନବରଙ୍ଗପୁର ଜିଲାର ୨ବିଧାନସଭା ଆସନରେ ବିଜେଡି, ୨ଟିରେ ଭାଜପା ଆଗୁଆ

ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ଜିଲାର ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୨ଟିରେ ଭାଜପା ଓ ୨ଟିରେ ବିଜେଡି ଆଗୁଆ ରହିଛି। ନବରଙ୍ଗପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର...

ଛିଣ୍ଡୁନି ଆଖଡ଼ାଶାଳୀ ବନ୍ଦର ଝମେଲା

କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ଆଖଡ଼ାଶାଳୀଠାରେ ମହାନଦୀ ମୁହାଣରେ ନଦୀଭିତ୍ତିକ ବନ୍ଦର ନିର୍ମାଣ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି। ଘୋଷଣା ହେବାର ୩ ବର୍ଷ...

ଭୁବନେଶ୍ୱରରେ ଇଏସ୍‌ଆଇସି ମେଡିକାଲ କଲେଜ ସ୍ବପ୍ନ ମଉଳିଲା

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଶ୍ରମିକମାନଙ୍କ ପାଇଁ ଭୁବନେଶ୍ୱରରେ ହେବାକୁ ଥିବା ପ୍ରସ୍ତାବିତ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇସି) ମେଡିକାଲ କଲେଜ ହେବ ନାହିଁ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶ୍ରମ...

କାଳରେ ଲୀନ ଅପେକ୍ଷାରେ ସାଧନାସ୍ଥଳ

ପାଲଲହଡା,୨୧ା୮ ପ୍ରାୟ ୭୦ ବର୍ଷ ତଳେ ପାଲଲହଡା ଗଡଜାତ (ବର୍ତ୍ତମାନର ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ)ରେ କଳାର ବିକାଶ ପାଇଁ ଗଠନ ହୋଇଥିଲା ଏକ ଅସ୍ଥାୟୀ...

Advertisement
Archives

Model This Week